Ezra 8:29 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ୟିରୁଶାଲମସ୍ଥ ମନ୍ଦିର କଠାେରୀ ରେ ପ୍ରଧାନ ଯାଜକ ଗର୍ବର ଓ ଲବେୀୟମାନଙ୍କର ଓ ଇଶ୍ରାୟେଲୀୟ ପରିବାରର ନେତାମାନଙ୍କର ସାକ୍ଷାତ ରେ ଏହାସବୁ ତୌଲି ନଦବୋ ପର୍ୟ୍ଯନ୍ତ ତୁମ୍ଭମାନେେ ସତର୍କ ହୁଅ ଓ ଏହା ସବୁର ସୁରକ୍ଷା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ଯିରୂଶାଲମସ୍ଥ ଗୃହର କୋଠରିରେ ପ୍ରଧାନ ଯାଜକବର୍ଗରଣଓ ଲେବୀୟମାନଙ୍କର ଓ ଇସ୍ରାଏଲୀୟ ପିତୃ-ବଂଶାଧିପତିମାନଙ୍କ ସାକ୍ଷାତରେ ଏହାସବୁ ତୌଲି ନ ଦେବା ପର୍ଯ୍ୟନ୍ତ ତୁମ୍ଭେମାନେ ସତର୍କ ହୁଅ ଓ ଏହାସବୁ ରକ୍ଷା କର ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଯିରୁଶାଲମସ୍ଥ ମନ୍ଦିର କୋଠରୀରେ ପ୍ରଧାନ ଯାଜକବର୍ଗର ଓ ଲେବୀୟମାନଙ୍କର ଓ ଇସ୍ରାଏଲୀୟ ପରିବାରର ନେତାମାନଙ୍କର ସାକ୍ଷାତରେ ଏହାସବୁ ତୌଲି ନ ଦେବା ପର୍ଯ୍ୟନ୍ତ ତୁମ୍ଭେମାନେ ସତର୍କ ହୁଅ ଓ ଏହାସବୁର ସୁରକ୍ଷା କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ଯିରୂଶାଲମସ୍ଥ ଗୃହର କୋଠରିରେ ପ୍ରଧାନ ଯାଜକବର୍ଗର ଓ ଲେବୀୟମାନଙ୍କର ଓ ଇସ୍ରାଏଲୀୟ ପିତୃ ବଂଶାଧିପତିମାନଙ୍କ ସାକ୍ଷାତରେ ଏହାସବୁ ତୌଲି ନ ଦେବା ପର୍ଯ୍ୟନ୍ତ ତୁମ୍ଭେମାନେ ସତର୍କ ହୁଅ ଓ ଏହାସବୁ ରକ୍ଷା କର।”
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ଯିରୂଶାଲମସ୍ଥ ଗୃହର କୋଠରିରେ ପ୍ରଧାନ ଯାଜକବର୍ଗର ଓ ଲେବୀୟମାନଙ୍କର ଓ ଇସ୍ରାଏଲୀୟ ପିତୃ ବଂଶାଧିପତିମାନଙ୍କ ସାକ୍ଷାତରେ ଏହାସବୁ ତୌଲି ନ ଦେବା ପର୍ଯ୍ୟନ୍ତ ତୁମ୍ଭେମାନେ ସତର୍କ ହୁଅ ଓ ଏହାସବୁ ରକ୍ଷା କର।”