Ezra 8:3 — Compare Translations

5 translations compared side by side

Odia - 1840
"ଶଖନିଯର ଭବିଷ୍ଯତ୍ ବଂଶଧରମାନଙ୍କ ମଧ୍ଯରୁ, ପରିଯୋଶର ଭବିଷ୍ଯତ୍ ବଂଶଧରମାନଙ୍କ ମଧ୍ଯରୁ ଜିଖରିଯ ଏବଂ 150 ଜଣ ପୁରୁଷ ତାଙ୍କ ସହିତ ପଞ୍ଜିକୃତ ହାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରିୟୋଗର ସନ୍ତାନଗଣ ମଧ୍ୟରୁ; ଶଖନୀୟର ସନ୍ତାନଗଣ ମଧ୍ୟରୁ ଜିଖରୀୟ ଏ ପୁରୁଷମାନଙ୍କ ବଂଶାବଳୀ-କ୍ରମେ ତାହା ସଙ୍ଗେ ଗଣିତ ଏକ ଶହ ପଚାଶ ଜଣ ।
Odia Bible ERV 2004 (ପବିତ୍ର ବାଇବଲ)
ଶଖନିୟର ଭବିଷ୍ୟଦ୍ ବଂଶଧରମାନଙ୍କ ମଧ୍ୟରୁ, ପରିୟୋଶର ଭବିଷ୍ୟଦ୍ ବଂଶଧରମାନଙ୍କ ମଧ୍ୟରୁ ଯିଖରିୟ ଏବଂ 150 ଜଣ ପୁରୁଷ ତାଙ୍କ ସହିତ ପଞ୍ଜିକୃତ ହୋଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶଖନୀୟର ସନ୍ତାନଗଣ ମଧ୍ୟରୁ; ପରିୟୋଶର ସନ୍ତାନଗଣ ମଧ୍ୟରୁ ଜିଖରୀୟ ଓ ପୁରୁଷମାନଙ୍କ ବଂଶାବଳୀ କ୍ରମେ ତାହା ସଙ୍ଗେ ଗଣିତ ଏକ ଶହ ପଚାଶ ଜଣ।
Odia IRV 2017 (ଓଡିଆ ବାଇବେଲ)
ଶଖନୀୟର ସନ୍ତାନଗଣ ମଧ୍ୟରୁ; ପରିୟୋଶର ସନ୍ତାନଗଣ ମଧ୍ୟରୁ ଜିଖରୀୟ ଓ ପୁରୁଷମାନଙ୍କ ବଂଶାବଳୀକ୍ରମେ ତାହା ସଙ୍ଗେ ଗଣିତ ଏକ ଶହ ପଚାଶ ଜଣ।