Ezra 8:30 — Compare Translations

5 translations compared side by side

Odia - 1840
"ତହିଁରେ ଯାଜକମାନେ ଓ ଲବେୀୟମାନେ ଆମ୍ଭମାନଙ୍କ ୟିରୁଶାଲମସ୍ଥ ପରମେଶ୍ବରଙ୍କ ମନ୍ଦିରକୁ ଆଣିବା ପାଇଁ ସହେି ତୌଲା ରୂପା ଓ ସୁନାପାତ୍ର ଗ୍ରହଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯାଜକମାନେ ଓ ଲେବୀୟମାନେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଯିରୂଶାଲମସ୍ଥ ଗୃହକୁ ଆଣିବା ପାଇଁ ସେହି ତୌଲା ରୂପା ଓ ସୁନା ଓ ପାତ୍ରସକଳ ଗ୍ରହଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ଯାଜକମାନେ ଓ ଲେବୀୟମାନେ ଆମ୍ଭମାନଙ୍କ ଯିରୁଶାଲମସ୍ଥ ପରମେଶ୍ୱରଙ୍କ ମନ୍ଦିରକୁ ଆଣିବା ପାଇଁ ସେହି ତୌଲା ରୂପା ଓ ସୁନାପାତ୍ର ଗ୍ରହଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯାଜକମାନେ ଓ ଲେବୀୟମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଗୃହକୁ ଆଣିବା ପାଇଁ ସେହି ତୌଲା ରୂପା ଓ ସୁନା ଓ ପାତ୍ରସକଳ ଗ୍ରହଣ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯାଜକମାନେ ଓ ଲେବୀୟମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଗୃହକୁ ଆଣିବା ପାଇଁ ସେହି ତୌଲା ରୂପା ଓ ସୁନା ଓ ପାତ୍ରସକଳ ଗ୍ରହଣ କଲେ।