Ezra 8:31 — Compare Translations

5 translations compared side by side

Odia - 1840
"ଏହାପରେ ଆମ୍ଭମାନେେ ୟିରୁଶାଲମକୁ ୟାତ୍ରାକରିବା ନିମନ୍ତେ ପ୍ରଥମ ମାସର ଦ୍ବାଦଶ ଦିନ ଅହବା ନଦୀ ନିକଟକୁ ପ୍ରସ୍ଥାନ କଲୁ। ଆମ୍ଭମାନଙ୍କ ପରମେଶ୍ବରଙ୍କ ହସ୍ତ ଆମ୍ଭମାନଙ୍କର ସହାୟ ହେଲା। ଆଉ ପଥ ମଧିଅରେ ଶତୃ ଓ ଓଗାଳି ବସିବା ଲୋକମାନଙ୍କ ହସ୍ତରୁ ସେ ଆମ୍ଭକୁ ଉଦ୍ଧାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଆମ୍ଭେମାନେ ଯିରୂଶାଲମକୁ ଯାତ୍ରା କରିବା ନିମନ୍ତେ ପ୍ରଥମ ମାସର ଦ୍ଵାଦଶ ଦିନ ଅହବା ନଦୀ ନିକଟରୁ ପ୍ରସ୍ଥାନ କଲୁ; ଆମ୍ଭମାନଙ୍କ ପରମେଶ୍ଵରଙ୍କ ହସ୍ତ ଆମ୍ଭମାନଙ୍କର ସହାୟ ହେଲା, ଆଉ ପଥ ମଧ୍ୟରେ ସେ ଶତ୍ରୁ ଓ ଛକି ବସିବା ଲୋକ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଆମ୍ଭେମାନେ ଯିରୁଶାଲମକୁ ଯାତ୍ରା କରିବା ନିମନ୍ତେ ପ୍ରଥମ ମାସର ଦ୍ୱାଦଶ ଦିନ ଅହବା ନଦୀ ନିକଟକୁ ପ୍ରସ୍ଥାନ କଲୁ। ଆମ୍ଭମାନଙ୍କ ପରମେଶ୍ୱରଙ୍କ ହସ୍ତ ଆମ୍ଭମାନଙ୍କର ସହାୟ ହେଲା। ଆଉ ପଥ ମଧ୍ୟରେ ଶତ୍ରୁ ଓ ଓଗାଳି ବସିବା ଲୋକମାନଙ୍କ ହସ୍ତରୁ ସେ ଆମ୍ଭକୁ ଉଦ୍ଧାର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଆମ୍ଭେମାନେ ଯିରୂଶାଲମକୁ ଯାତ୍ରା କରିବା ନିମନ୍ତେ ପ୍ରଥମ ମାସର ଦ୍ୱାଦଶ ଦିନ ଅହବା ନଦୀ ନିକଟରୁ ପ୍ରସ୍ଥାନ କଲୁ; ଆମ୍ଭମାନଙ୍କ ପରମେଶ୍ୱରଙ୍କ ହସ୍ତ ଆମ୍ଭମାନଙ୍କର ସହାୟ ହେଲା, ଆଉ ପଥ ମଧ୍ୟରେ ସେ ଶତ୍ରୁ ଓ ଛକି ବସିବା ଲୋକ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କଲେ।
Odia IRV 2017 (ଓଡିଆ ବାଇବେଲ)