Ezra 8:32 — Compare Translations
5 translations compared side by side
Odia - 1840
"ତେଣୁ ଆମ୍ଭମାନେେ ୟିରୁଶାଲମ ରେ ଉପସ୍ଥିତ ହାଇେ ସଠାେରେ ତିନିଦିନ ବିଶ୍ରାମ କଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଆମ୍ଭେମାନେ ଯିରୂଶାଲମରେ ଉପସ୍ଥିତ ହୋଇ ସେଠାରେ ତିନି ଦିନ ବିଶ୍ରାମ କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଆମ୍ଭେମାନେ ଯିରୁଶାଲମରେ ଉପସ୍ଥିତ ହୋଇ ସେଠାରେ ତିନି ଦିନ ବିଶ୍ରାମ କଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଆମ୍ଭେମାନେ ଯିରୂଶାଲମରେ ଉପସ୍ଥିତ ହୋଇ ସେଠାରେ ତିନି ଦିନ ବିଶ୍ରାମ କଲୁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଆମ୍ଭେମାନେ ଯିରୂଶାଲମରେ ଉପସ୍ଥିତ ହୋଇ ସେଠାରେ ତିନି ଦିନ ବିଶ୍ରାମ କଲୁ।