Ezra 8:33 — Compare Translations

5 translations compared side by side

Odia - 1840
"ଏହାପରେ ଚତୁର୍ଥଦିନ ସହେି ରୂପା ଓ ସୁନାପାତ୍ର ସକଳ ଆମ୍ଭମାନଙ୍କ ପରମେଶ୍ବରଙ୍କ ମନ୍ଦିର ରେ ତୌଲାୟାଇ ଊରିଯ ଯାଜକର ପୁତ୍ର ମରମୋେତ୍ ହସ୍ତ ରେ ଦିଆଗଲା। ତାହା ସଙ୍ଗେ ପୀନହସର ପୁତ୍ର ଏଲିଯାସର ଥିଲା। ସମାନଙ୍କେ ସଙ୍ଗେ ଯଶୂେଯର ପୁତ୍ର ୟୋଷାବଦ୍ ଓ ବିନ୍ନୂଯିର ପୁତ୍ର ନୋଯଦିଯ ଏହି ଲବେୀୟମାନେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଚତୁର୍ଥ ଦିନ ସେହି ରୂପା ଓ ସୁନା ଓ ପାତ୍ରସକଳ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହରେ ତୌଲା ଯାଇ ଊରୀୟ ଯାଜକର ପୁତ୍ର ମରେମୋତ୍ ହସ୍ତରେ ଦିଆଗଲା; ତାହା ସଙ୍ଗେ ପୀନହସ୍ର ପୁତ୍ର ଇଲୀୟାସର ଥିଲା; ଆଉ, ସେମାନଙ୍କ ସଙ୍ଗେ ଯେଶୂୟର ପୁତ୍ର ଯୋଷାବଦ୍ ଓ ବିନ୍ନୁୟିର ପୁତ୍ର ନୋୟଦୀୟ, ଏହି ଲେବୀୟମାନେ ଥିଲେ;
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଚତୁର୍ଥ ଦିନ ସେହି ରୂପା ଓ ସୁନାପାତ୍ର ସକଳ ଆମ୍ଭମାନଙ୍କ ପରମେଶ୍ୱରଙ୍କ ମନ୍ଦିରରେ ତୌଲାଯାଇ ଊରିୟ ଯାଜକର ପୁତ୍ର ମରେମୋତ୍ ହସ୍ତରେ ଦିଆଗଲା। ତାହା ସଙ୍ଗେ ପୀନହ‌ସ୍‌ର ପୁତ୍ର ଏଲିୟାସର ଥିଲା। ସେମାନଙ୍କ ସଙ୍ଗେ ଯେଶୂୟର ପୁତ୍ର ଯୋଷାବଦ୍ ଓ ବିନ୍ନୂୟିର ପୁତ୍ର ନୋୟଦିୟ ଏହି ଲେବୀୟମାନେ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଚତୁର୍ଥ ଦିନ ସେହି ରୂପା ଓ ସୁନା ଓ ପାତ୍ରସକଳ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରେ ତୌଲା ଯାଇ ଊରୀୟ ଯାଜକର ପୁତ୍ର ମରେମୋତ୍‍ ହସ୍ତରେ ଦିଆଗଲା; ତାହା ସଙ୍ଗେ ପୀନହସ୍‍ର ପୁତ୍ର ଇଲୀୟାସର ଥିଲା; ଆଉ, ସେମାନଙ୍କ ସଙ୍ଗେ ଯେଶୂୟର ପୁତ୍ର ଯୋଷାବଦ୍‍ ଓ ବିନ୍ନୁୟିର ପୁତ୍ର ନୋୟଦୀୟ, ଏହି ଲେବୀୟମାନେ ଥିଲେ;
Odia IRV 2017 (ଓଡିଆ ବାଇବେଲ)
ତହୁଁ ଚତୁର୍ଥ ଦିନ ସେହି ରୂପା ଓ ସୁନା ଓ ପାତ୍ରସକଳ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରେ ତୌଲା ଯାଇ ଊରୀୟ ଯାଜକର ପୁତ୍ର ମରେମୋତ୍‍ ହସ୍ତରେ ଦିଆଗଲା; ତାହା ସଙ୍ଗେ ପୀନ୍‌ହସ୍‌ର ପୁତ୍ର ଇଲୀୟାସର ଥିଲା; ଆଉ, ସେମାନଙ୍କ ସଙ୍ଗେ ଯେଶୂୟର ପୁତ୍ର ଯୋଷାବଦ୍‍ ଓ ବିନ୍ନୁୟିର ପୁତ୍ର ନୋୟଦୀୟ, ଏହି ଲେବୀୟମାନେ ଥିଲେ;