Ezra 8:34 — Compare Translations
5 translations compared side by side
Odia - 1840
"ସମଗ୍ର ଦ୍ରବ୍ଯ ଗଣା ୟାଇ ଓ ପରିମିତ ହାଇେ ଦିଆଗଲା ଓ ସହେି ସମୟରେ ସହେିସବୁର ତୌଲ୍ଯ ଲଖାଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମଗ୍ର ଦ୍ରବ୍ୟ ଗଣିତ ଓ ପରିମିତ ହୋଇ ଦିଆଗଲା ଓ ସେହି ସମୟରେ ସେହିସବୁ ଓଜନ ଲେଖାଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ସମଗ୍ର ଦ୍ରବ୍ୟ ଗଣା ଯାଇ ଓ ପରିମିତ ହୋଇ ଦିଆଗଲା ଓ ସେହି ସମୟରେ ସେହିସବୁର ତୌଲ୍ୟ ଲେଖାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମଗ୍ର ଦ୍ରବ୍ୟ ଗଣିତ ଓ ପରିମିତ ହୋଇ ଦିଆଗଲା ଓ ସେହି ସମୟରେ ସେହିସବୁର ଓଜନ ଲେଖାଗଲା।
Odia IRV 2017 (ଓଡିଆ ବାଇବେଲ)
ସମଗ୍ର ଦ୍ରବ୍ୟ ଗଣିତ ଓ ପରିମିତ ହୋଇ ଦିଆଗଲା ଓ ସେହି ସମୟରେ ସେହିସବୁର ଓଜନ ଲେଖାଗଲା।