Ezra 8:35 — Compare Translations

5 translations compared side by side

Odia - 1840
"ନିର୍ବାସନରୁ ଆଗତ ବନ୍ଦୀତ୍ବର ସନ୍ତାନଗଣ ସମଗ୍ର ଇଶ୍ରାୟେଲ ନିମନ୍ତେ ଇଶ୍ରାୟେଲ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ହାମବେଳି ରୂପେ 12 ବୃଷ, 96ଅଣ୍ତିରା ମଷେ, 77 ମଷେଶାବକ, ପାପାର୍ଥକ ବଳି ନିମନ୍ତେ 12 ଛାଗ ଉତ୍ସର୍ଗ କଲେ। ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ହାମବେଳି ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିର୍ବାସନରୁ ଆଗତ ବନ୍ଦୀତ୍ଵର ସନ୍ତାନଗଣ ସମଗ୍ର ଇସ୍ରାଏଲ ନିମନ୍ତେ ଇସ୍ରାଏଲର ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ବାର ବୃଷ, ଛୟାନବେ ମେଷ, ସତସ୍ତରି ମେଷଶାବକ, ପାପାର୍ଥକ ବଳି ନିମନ୍ତେ ବାର ଛାଗ ଉତ୍ସର୍ଗ କଲେ; ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ବଳି ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ନିର୍ବାସନରୁ ଆଗତ ବନ୍ଦୀତ୍ୱର ସନ୍ତାନଗଣ ସମଗ୍ର ଇସ୍ରାଏଲ ନିମନ୍ତେ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ 12 ବୃଷ, 96 ଅଣ୍ତିରା ମେଷ, 77 ମେଷଶାବକ, ପାପାର୍ଥକ ବଳି ନିମନ୍ତେ 12 ଛାଗ ଉତ୍ସର୍ଗ କଲେ। ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିର୍ବାସନରୁ ଆଗତ ବନ୍ଦୀତ୍ୱର ସନ୍ତାନଗଣ ସମଗ୍ର ଇସ୍ରାଏଲ ନିମନ୍ତେ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ବାର ବୃଷ, ଛୟାନବେ ମେଷ, ସତସ୍ତରି ମେଷଶାବକ, ପାପାର୍ଥକ ବଳି ନିମନ୍ତେ ବାର ଛାଗ ଉତ୍ସର୍ଗ କଲେ; ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ବଳି ଥିଲା।
Odia IRV 2017 (ଓଡିଆ ବାଇବେଲ)