Ezra 8:36 — Compare Translations
5 translations compared side by side
Odia - 1840
"ଏହାପରେ ସମାନେେ ନଦୀ ସପୋରିସ୍ଥ ରାଜ ପ୍ରତିନିଧିମାନଙ୍କୁ ଓ ଦଶାେଧ୍ଯକ୍ଷମାନଙ୍କୁ ରାଜାଜ୍ଞାପତ୍ର ସମର୍ପଣ କଲେ। ତହିଁରେ ସମାନେେ ଲୋକମାନଙ୍କର ଓ ପରମେଶ୍ବରଙ୍କ ଗୃହ କାର୍ୟ୍ଯ ରେ ସାହାର୍ୟ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେମାନେ ନଦୀ ସେପାରିସ୍ଥ ରାଜପ୍ରତିନିଧିମାନଙ୍କୁ ଓ ଦେଶାଧ୍ୟକ୍ଷମାନଙ୍କୁ ରାଜାଜ୍ଞାପତ୍ର ସମର୍ପଣ କଲେ; ତହିଁରେ ସେମାନେ ଲୋକମାନଙ୍କର ଓ ପରମେଶ୍ଵରଙ୍କ ଗୃହକାର୍ଯ୍ୟର ସାହାଯ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେମାନେ ନଦୀ ସେପାରିସ୍ଥ ରାଜ ପ୍ରତିନିଧିମାନଙ୍କୁ ଓ ଦେଶାଧ୍ୟକ୍ଷମାନଙ୍କୁ ରାଜାଜ୍ଞାପତ୍ର ସମର୍ପଣ କଲେ। ତହିଁରେ ସେମାନେ ଲୋକମାନଙ୍କର ଓ ପରମେଶ୍ୱରଙ୍କ ଗୃହ କାର୍ଯ୍ୟରେ ସାହାଯ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେମାନେ ନଦୀ ସେପାରିସ୍ଥ ରାଜପ୍ରତିନିଧିମାନଙ୍କୁ ଓ ଦେଶାଧ୍ୟକ୍ଷମାନଙ୍କୁ ରାଜାଜ୍ଞା ପତ୍ର ସମର୍ପଣ କଲେ; ତହିଁରେ ସେମାନେ ଲୋକମାନଙ୍କର ଓ ପରମେଶ୍ୱରଙ୍କ ଗୃହକାର୍ଯ୍ୟର ସାହାଯ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେମାନେ ନଦୀ ସେପାରିସ୍ଥ ରାଜପ୍ରତିନିଧିମାନଙ୍କୁ ଓ ଦେଶାଧ୍ୟକ୍ଷମାନଙ୍କୁ ରାଜାଜ୍ଞା ପତ୍ର ସମର୍ପଣ କଲେ; ତହିଁରେ ସେମାନେ ଲୋକମାନଙ୍କର ଓ ପରମେଶ୍ୱରଙ୍କ ଗୃହକାର୍ଯ୍ୟର ସାହାଯ୍ୟ କଲେ।