Ezra 8:4 — Compare Translations

5 translations compared side by side

Odia - 1840
"ପହତ୍ ମାୟୋବର ବଂଶଧରମାନଙ୍କ ମଧ୍ଯରୁ ସରହିଯର ପୁତ୍ର ଇଲୀହୋଐନଯ ଓ ତାହା ସଙ୍ଗେ 200 ପୁରୁଷ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପହତ୍-ମୋୟାବର ସନ୍ତାନଗଣ ମଧ୍ୟରୁ ସରହୀୟର ପୁତ୍ର ଇଲୀହୋ-ଐନୟ ଓ ତାହା ସଙ୍ଗେ ଦୁଇ ଶହ ପୁରୁଷ ।
Odia Bible ERV 2004 (ପବିତ୍ର ବାଇବଲ)
ପହତ୍ ମୋୟାବର ବଂଶଧରମାନଙ୍କ ମଧ୍ୟରୁ ସରହିୟର ପୁତ୍ର ଇଲୀହୋଐନୟ ଓ ତାହା ସଙ୍ଗେ 200 ପୁରୁଷ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପହତ୍‍-ମୋୟାବର ସନ୍ତାନଗଣ ମଧ୍ୟରୁ ସରହୀୟର ପୁତ୍ର ଇଲୀହୋଐନୟ ଓ ତାହା ସଙ୍ଗେ ଦୁଇ ଶହ ପୁରୁଷ।
Odia IRV 2017 (ଓଡିଆ ବାଇବେଲ)
ପହତ୍‍-ମୋୟାବର ସନ୍ତାନଗଣ ମଧ୍ୟରୁ ସରହୀୟର ପୁତ୍ର ଇଲୀହୋଐନୟ ଓ ତାହା ସଙ୍ଗେ ଦୁଇ ଶହ ପୁରୁଷ।