Ezra 8:6 — Compare Translations

5 translations compared side by side

Odia - 1840
"ଆଉ ଆଦୀନର ବଂଶଧରମାନଙ୍କ ମଧ୍ଯରୁ ଯୋନାଥନର ପୁତ୍ର ଏବଦ୍ ଓ ତାହା ସଙ୍ଗେ ପଗ୍ଭଶ ପୁରୁଷ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆଦୀନର ସନ୍ତାନଗଣ ମଧ୍ୟରୁ ଯୋନାଥନର ପୁତ୍ର ଏବଦ୍ ଓ ତାହା ସଙ୍ଗେ ପଚାଶ ପୁରୁଷ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଆଦୀନର ବଂଶଧରମାନଙ୍କ ମଧ୍ୟରୁ ଯୋନାଥନର ପୁତ୍ର ଏବଦ୍ ଓ ତାହା ସଙ୍ଗେ ପଗ୍ଭଶ୍ ପୁରୁଷ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆଦୀନର ସନ୍ତାନଗଣ ମଧ୍ୟରୁ ଯୋନାଥନର ପୁତ୍ର ଏବଦ୍‍ ଓ ତାହା ସଙ୍ଗେ ପଚାଶ ପୁରୁଷ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଆଦୀନର ସନ୍ତାନଗଣ ମଧ୍ୟରୁ ଯୋନାଥନର ପୁତ୍ର ଏବଦ୍‍ ଓ ତାହା ସଙ୍ଗେ ପଚାଶ ପୁରୁଷ।