Ezra 8:7 — Compare Translations
5 translations compared side by side
Odia - 1840
"ଏଲମର ବଂଶଧରମାନଙ୍କ ମଧ୍ଯରୁ ଅଥଲିଯର ପୁତ୍ର ୟିଶାଯାହ ଓ ତାଙ୍କ ସଙ୍ଗେ 70 ପୁରୁଷ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଏଲମର ସନ୍ତାନଗଣ ମଧ୍ୟରୁ ଅଥଲୀୟର ପୁତ୍ର ଯିଶାୟାହ ଓ ତାହା ସଙ୍ଗେ ସତୁରି ପୁରୁଷ ।
Odia Bible ERV 2004 (ପବିତ୍ର ବାଇବଲ)
ଏଲମର ବଂଶଧରମାନଙ୍କ ମଧ୍ୟରୁ ଅଥଲିୟର ପୁତ୍ର ଯିଶାୟାହ ଓ ତାଙ୍କ ସଙ୍ଗେ 70 ପୁରୁଷ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏଲମ୍ର ସନ୍ତାନଗଣ ମଧ୍ୟରୁ ଅଥଲୀୟର ପୁତ୍ର ଯିଶାୟାହ ଓ ତାହା ସଙ୍ଗେ ସତୁରି ପୁରୁଷ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏଲମ୍ର ସନ୍ତାନଗଣ ମଧ୍ୟରୁ ଅଥଲୀୟର ପୁତ୍ର ଯିଶାୟାହ ଓ ତାହା ସଙ୍ଗେ ସତୁରି ପୁରୁଷ।