Ezra 9:1 — Compare Translations
5 translations compared side by side
Odia - 1840
"ଏହିସବୁ କର୍ମ ସମାପ୍ତ ହେଲାପରେ, ଇଶ୍ରାୟେଲୀୟ ମୁଖ୍ଯମାନେ ଆମ୍ଭ ନିକଟକୁ ଆସିଲେ ଓ ସମାନେେ କହିଲେ, ଏଜ୍ରା, ଇଶ୍ରାୟେଲର ଲୋକମାନେ, ଯାଜକମାନେ ଓ ଲବେୀୟମାନେ ଅନ୍ୟଦେଶୀ ଗୋଷ୍ଠୀଯମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ନ କରି ସମାନଙ୍କେର ଅର୍ଥାତ୍ କିଣାନୀଯ, ହିତ୍ତୀଯ, ପରିଷୀଯ ୟିବୂଷୀଯ, ଅେମ୍ମାନୀୟ, ମାୟୋବୀଯ, ମିସ୍ରୀଯ ଓ ଇ ମାରେୀଯମାନଙ୍କର ଘୃଣା ଯୋଗ୍ଯ କର୍ମ ଅନୁସାରେ କରୁଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିସବୁ କର୍ମ ସମାପ୍ତ ହେଲା ଉତ୍ତାରେ ଅଧିପତିମାନେ ଆମ୍ଭ ନିକଟକୁ ଆସି କହିଲେ, ଇସ୍ରାଏଲ-ଲୋକମାନେ ଓ ଯାଜକମାନେ ଓ ଲେବୀୟମାନେ ଅନ୍ୟଦେଶୀ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ୍ ନ କରି ସେମାନଙ୍କର, ଅର୍ଥାତ୍, କିଣାନୀୟ, ହିତ୍ତୀୟ, ପରିଷୀୟ, ଯିବୂଷୀୟ, ଅମ୍ମୋନୀୟ, ମୋୟାବୀୟ, ମିସ୍ରୀୟ ଓ ଇମୋରୀୟ- ମାନଙ୍କର ଘୃଣାଯୋଗ୍ୟ କର୍ମାନୁସାରେ କରୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଅଣଯିହୁଦୀ ଲୋକମାନଙ୍କ ସହିତ ବିବାହ ଏହିସବୁ କର୍ମ ସମାପ୍ତ ହେଲା ପରେ, ଇସ୍ରାଏଲୀୟ ମୁଖ୍ୟମାନେ ଆମ୍ଭ ନିକଟକୁ ଆସିଲେ ଓ ସେମାନେ କହିଲେ, “ଏଜ୍ରା, ଇସ୍ରାଏଲର ଲୋକମାନେ, ଯାଜକମାନେ ଓ ଲେବୀୟମାନେ ଅନ୍ୟଦେଶୀ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ନ କରି ସେମାନଙ୍କର ଅର୍ଥାତ୍ କିଣାନୀୟ, ହିତ୍ତୀୟ, ପିରିଷୀୟ, ଯିବୂଷୀୟ, ଅମ୍ମୋନୀୟ, ମୋୟାବୀୟ, ମିସ୍ରୀୟ ଓ ଇମୋରୀୟମାନଙ୍କର ଘୃଣାଯୋଗ୍ୟ କର୍ମ ଅନୁସାରେ କରୁଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିସବୁ କର୍ମ ସମାପ୍ତ ହେଲା ଉତ୍ତାରେ ଅଧିପତିମାନେ ଆମ୍ଭ ନିକଟକୁ ଆସି କହିଲେ, “ଇସ୍ରାଏଲ ଲୋକମାନେ ଓ ଯାଜକମାନେ ଓ ଲେବୀୟମାନେ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ନ କରି ସେମାନଙ୍କର, ଅର୍ଥାତ୍, କିଣାନୀୟ, ହିତ୍ତୀୟ, ପରିଷୀୟ, ଯିବୂଷୀୟ, ଅମ୍ମୋନୀୟ, ମୋୟାବୀୟ, ମିସରୀୟ ଓ ଇମୋରୀୟମାନଙ୍କର ଘୃଣାଯୋଗ୍ୟ କର୍ମାନୁସାରେ କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏହିସବୁ କର୍ମ ସମାପ୍ତ ହେଲା ଉତ୍ତାରେ ଅଧିପତିମାନେ ଆମ୍ଭ ନିକଟକୁ ଆସି କହିଲେ, “ଇସ୍ରାଏଲ ଲୋକମାନେ ଓ ଯାଜକମାନେ ଓ ଲେବୀୟମାନେ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ନ କରି ସେମାନଙ୍କର, ଅର୍ଥାତ୍, କିଣାନୀୟ, ହିତ୍ତୀୟ, ପରିଷୀୟ, ଯିବୂଷୀୟ, ଅମ୍ମୋନୀୟ, ମୋୟାବୀୟ, ମିସ୍ରୀୟ ଓ ଇମୋରୀୟମାନଙ୍କର ଘୃଣାଯୋଗ୍ୟ କର୍ମାନୁସାରେ କରୁଅଛନ୍ତି।