Ezra 9:10 — Compare Translations
5 translations compared side by side
Odia - 1840
"ଏବେ ହେ ଆମ୍ଭର ପରମେଶ୍ବର, ଏହାପରେ ଆମ୍ଭମାନଙ୍କର କ'ଣ କରିବା ଉଚିତ୍? ଆମ୍ଭେ ତୁମ୍ଭର ଆଜ୍ଞାକୁ ଉପେକ୍ଷା କରିଛୁ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ହେ ଆମ୍ଭମାନଙ୍କ ପରମେଶ୍ଵର, ଏଥି ଉତ୍ତାରେ ଆମ୍ଭେମାନେ ଆଉ କଅଣ କହିବା?
Odia Bible ERV 2004 (ପବିତ୍ର ବାଇବଲ)
“ଏବେ ହେ ଆମ୍ଭର ପରମେଶ୍ୱର, ଏହା ପରେ ଆମ୍ଭମାନଙ୍କର କ’ଣ କରିବା ଉଚିତ୍? ଆମ୍ଭେ ତୁମ୍ଭର ଆଜ୍ଞାକୁ ଉପେକ୍ଷା କରିଛୁ!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ହେ ଆମ୍ଭମାନଙ୍କ ପରମେଶ୍ୱର, ଏଥିଉତ୍ତାରେ ଆମ୍ଭେମାନେ ଆଉ କଅଣ କହିବା?
Odia IRV 2017 (ଓଡିଆ ବାଇବେଲ)
ଏବେ ହେ ଆମ୍ଭମାନଙ୍କ ପରମେଶ୍ୱର, ଏଥିଉତ୍ତାରେ ଆମ୍ଭେମାନେ ଆଉ କଅଣ କହିବା?