Ezra 9:12 — Compare Translations
5 translations compared side by side
Odia - 1840
"ଏଣୁ ହେ ଇଶ୍ରାୟେଲର ଲୋକମାନେ ତୁମ୍ଭର ସନ୍ତାନମାନଙ୍କୁ ସମାନଙ୍କେର ସନ୍ତାନମାନଙ୍କ ସହିତ ବିବାହ ଦିଅ ନାହିଁ। କିମ୍ବା ସମାନଙ୍କେ ଶାନ୍ତି ଓ ସୌଭାଗ୍ଯ ପାଇଁ କଦାପି ଚେଷ୍ଟା କରନାହିଁ। ତହିଁରେ ତୁମ୍ଭମାନେେ ବଳବାନ ହବେ। ଦେଶର ଉତ୍ତମ ଦ୍ରବ୍ଯ ଭୋଜନ କରିବ ଓ ସବୁଦିନ ପାଇଁ ଆପଣା ସନ୍ତାନଗଣର ଅଧିକାର ନିମନ୍ତେ ତାହା ରଖିୟିବ। ମାତ୍ର ଆମ୍ଭମାନେେ ତୁମ୍ଭର ଏହି ଆଜ୍ଞା ପରିତ୍ଯାଗ କରିଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ତୁମ୍ଭେମାନେ ଆପଣାମାନଙ୍କ କନ୍ୟାଗଣଙ୍କୁ ସେମାନଙ୍କ ପୁତ୍ରଗଣ ସହିତ ବିବାହ ଦିଅ ନାହିଁ, ଅବା ତୁମ୍ଭମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କ କନ୍ୟାଗଣଙ୍କୁ ଗ୍ରହଣ କର ନାହିଁ, କିଅବା ସେମାନଙ୍କ ଶାନ୍ତି ବା ଉନ୍ନତି କଦାପି ଚେଷ୍ଟା କର ନାହିଁ; ତହିଁରେ ତୁମ୍ଭମାନେ ବଳବାନ ହେବ ଓ ଦେଶର ଉତ୍ତମ ଦ୍ରବ୍ୟ ଭୋଜନ କରିବ ଓ ସଦାକାଳ ଆପଣା ସନ୍ତାନଗଣର ଅଧିକାର ନିମନ୍ତେ ତାହା ରଖିଯିବ; ମାତ୍ର ଆମ୍ଭେମାନେ ତୁମ୍ଭର ଏହି ଆଜ୍ଞାସବୁ ପରିତ୍ୟାଗ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ହେ ଇସ୍ରାଏଲର ଲୋକମାନେ ତୁମ୍ଭର ସନ୍ତାନମାନଙ୍କୁ ସେମାନଙ୍କର ସନ୍ତାନମାନଙ୍କ ସହିତ ବିବାହ ଦିଅ ନାହିଁ। କିମ୍ବା ସେମାନଙ୍କ ଶାନ୍ତି ଓ ସୌଭାଗ୍ୟ ପାଇଁ କଦାପି ଚେଷ୍ଟା କର ନାହିଁ। ତହିଁରେ ତୁମ୍ଭେମାନେ ବଳବାନ ହେବ। ଦେଶର ଉତ୍ତମ ଦ୍ରବ୍ୟ ଭୋଜନ କରିବ ଓ ସବୁଦିନ ପାଇଁ ଆପଣା ସନ୍ତାନଗଣର ଅଧିକାର ନିମନ୍ତେ ତାହା ରଖିଯିବ। ମାତ୍ର ଆମ୍ଭେମାନେ ତୁମ୍ଭର ଏହି ଆଜ୍ଞା ପରିତ୍ୟାଗ କରିଅଛୁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ତୁମ୍ଭେମାନେ ଆପଣାମାନଙ୍କ କନ୍ୟାଗଣଙ୍କୁ ସେମାନଙ୍କ ପୁତ୍ରଗଣ ସହିତ ବିବାହ ଦିଅ ନାହିଁ, ଅବା ତୁମ୍ଭମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କ କନ୍ୟାଗଣଙ୍କୁ ଗ୍ରହଣ କର ନାହିଁ, କିଅବା ସେମାନଙ୍କ ଶାନ୍ତି ବା ଉନ୍ନତି କଦାପି ଚେଷ୍ଟା କର ନାହିଁ; ତହିଁରେ ତୁମ୍ଭେମାନେ ବଳବାନ ହେବ ଓ ଦେଶର ଉତ୍ତମ ଦ୍ରବ୍ୟ ଭୋଜନ କରିବ ଓ ସଦାକାଳ ଆପଣା ସନ୍ତାନଗଣର ଅଧିକାର ନିମନ୍ତେ ତାହା ରଖିଯିବ।’ ମାତ୍ର ଆମ୍ଭେମାନେ ତୁମ୍ଭର ଏହି ଆଜ୍ଞାସବୁ ପରିତ୍ୟାଗ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ତୁମ୍ଭେମାନେ ଆପଣାମାନଙ୍କ କନ୍ୟାଗଣଙ୍କୁ ସେମାନଙ୍କ ପୁତ୍ରଗଣ ସହିତ ବିବାହ ଦିଅ ନାହିଁ, ଅବା ତୁମ୍ଭମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କ କନ୍ୟାଗଣଙ୍କୁ ଗ୍ରହଣ କର ନାହିଁ, କିଅବା ସେମାନଙ୍କ ଶାନ୍ତି ବା ଉନ୍ନତି କଦାପି ଚେଷ୍ଟା କର ନାହିଁ; ତହିଁରେ ତୁମ୍ଭମାନେ ବଳବାନ ହେବ ଓ ଦେଶର ଉତ୍ତମ ଦ୍ରବ୍ୟ ଭୋଜନ କରିବ ଓ ସଦାକାଳ ଆପଣା ସନ୍ତାନଗଣର ଅଧିକାର ନିମନ୍ତେ ତାହା ରଖିଯିବ।’ ମାତ୍ର ଆମ୍ଭେମାନେ ତୁମ୍ଭର ଏହି ଆଜ୍ଞାସବୁ ପରିତ୍ୟାଗ କରିଅଛୁ।