Ezra 9:13 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ତୁମ୍ଭେ ଆମ୍ଭମାନଙ୍କର ପ୍ରାପ୍ଯଠାରୁ କମ୍ ଦଣ୍ତ ଦଇେଛ। ଏବଂ ଯଦିଓ ଆମ୍ଭର ପାପ ଓ ଦୋଷ ଯୋଗୁଁ ଏସବୁ ଆମ ପାଖକୁ ଆସିଛି। ଆମ୍ଭମାନଙ୍କ ମଧ୍ଯରୁ କେତକଙ୍କେୁ ଜୀବିତ ରଖିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ହେ ଆମ୍ଭମାନଙ୍କ ପରମେଶ୍ଵର, ଆମ୍ଭମାନଙ୍କ ଦୁଷ୍କର୍ମ ଓ ମହାଦୋଷ ସକାଶୁ ଆମ୍ଭମାନଙ୍କ ପ୍ରତି ଏହିସବୁ ଘଟିଲେ ହେଁ ତୁମ୍ଭେ ଯେ ଆମ୍ଭମାନଙ୍କ ଅପରାଧର ଉଚିତ ଦଣ୍ତରୁ ଊଣା ଦଣ୍ତ ଆମ୍ଭମାନଙ୍କୁ ଦେଇଅଛ ଓ ଆମ୍ଭମାନଙ୍କର ଏପରି ଅବଶିଷ୍ଟ ଲୋକ ରଖିଅଛ,
Odia Bible ERV 2004 (ପବିତ୍ର ବାଇବଲ)
“ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କର ପ୍ରାପ୍ୟଠାରୁ କମ୍ ଦଣ୍ତ ଦେଇଛ। ଏବଂ ଯଦିଓ ଆମ୍ଭର ପାପ ଓ ଦୋଷ ଯୋଗୁଁ ଏସବୁ ଆମ ପାଖକୁ ଆସିଛି। ଆମ୍ଭମାନଙ୍କ ମଧ୍ୟରୁ କେତେକଙ୍କୁ ଜୀବିତ ରଖିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ହେ ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କ ଦୁଷ୍କର୍ମ ଓ ମହାଦୋଷ ସକାଶୁ ଆମ୍ଭମାନଙ୍କ ପ୍ରତି ଏହିସବୁ ଘଟିଲେ ହେଁ ତୁମ୍ଭେ ଯେ ଆମ୍ଭମାନଙ୍କ ଅପରାଧର ଉଚିତ ଦଣ୍ଡରୁ ଊଣା ଦଣ୍ଡ ଆମ୍ଭମାନଙ୍କୁ ଦେଇଅଛ ଓ ଆମ୍ଭମାନଙ୍କର ଏପରି ଅବଶିଷ୍ଟ ଲୋକ ରଖିଅଛ,
Odia IRV 2017 (ଓଡିଆ ବାଇବେଲ)
ଏଣୁ ହେ ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କ ଦୁଷ୍କର୍ମ ଓ ମହାଦୋଷ ସକାଶୁ ଆମ୍ଭମାନଙ୍କ ପ୍ରତି ଏହିସବୁ ଘଟିଲେ ହେଁ ତୁମ୍ଭେ ଯେ ଆମ୍ଭମାନଙ୍କ ଅପରାଧର ଉଚିତ୍ ଦଣ୍ଡରୁ ଊଣା ଦଣ୍ଡ ଆମ୍ଭମାନଙ୍କୁ ଦେଇଅଛ ଓ ଆମ୍ଭମାନଙ୍କର ଏପରି ଅବଶିଷ୍ଟ ଲୋକ ରଖିଅଛ,