Ezra 9:14 — Compare Translations
5 translations compared side by side
Odia - 1840
"ଏହା ଦେଖିସାରିବା ପରେ ଆମ୍ଭମାନେେ କ'ଣ ଆଉଥରେ ଏପରି ଭୁଲ୍ କରିବୁ। ଏହି ଘୃଣା ଯୋଗ୍ଯ କର୍ମ ଅନ୍ୟ ଗୋଷ୍ଠୀଯମାନଙ୍କ ସଙ୍ଗେ ବନ୍ଧୁ କରିବୁ, ତୁମ୍ଭେ କ'ଣ ଆମ୍ଭମାନଙ୍କୁ ସମ୍ପୂର୍ଣ୍ଣ ନିଃଶଷେ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହା ଦେଖି ଆମ୍ଭେମାନେ କʼଣ ପୁନର୍ବାର ତୁମ୍ଭର ଆଜ୍ଞା ଲଙ୍ଘନ କରିବୁ ଓ ଏହି ଘୃଣାଯୋଗ୍ୟ କର୍ମକାରୀ ଅନ୍ୟ ଗୋଷ୍ଠୀୟମାନଙ୍କ ସଙ୍ଗେ କୁଟୁମ୍ଵିତା କରିବୁ? କଲେ ତୁମ୍ଭେ କʼଣ ଆମ୍ଭମାନଙ୍କୁ ନିଃଶେଷ କରିବା ପର୍ଯ୍ୟନ୍ତ କ୍ରୁଦ୍ଧ ନୋହିବ? ତହିଁରେ କେହି ଅବଶିଷ୍ଟ କି ରକ୍ଷିତ ରହିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ଦେଖି ସାରିବା ପରେ ଆମ୍ଭେମାନେ କ’ଣ ଆଉଥରେ ଏପରି ଭୁଲ୍ କରିବୁ। ଏହି ଘୃଣାଯୋଗ୍ୟ କର୍ମ ଅନ୍ୟ ଗୋଷ୍ଠୀୟମାନଙ୍କ ସଙ୍ଗେ ବନ୍ଧୁ କରିବୁ, ତୁମ୍ଭେ କ’ଣ ଆମ୍ଭମାନଙ୍କୁ ସମ୍ପୂର୍ଣ୍ଣ ନିଃଶେଷ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହା ଦେଖି ଆମ୍ଭେମାନେ କʼଣ ପୁନର୍ବାର ତୁମ୍ଭର ଆଜ୍ଞାଲଙ୍ଘନ କରିବୁ ଓ ଏହି ଘୃଣାଯୋଗ୍ୟ କର୍ମକାରୀ ଅନ୍ୟ ଗୋଷ୍ଠୀୟମାନଙ୍କ ସଙ୍ଗେ କୁଟୁମ୍ବିତା କରିବୁ? କଲେ ତୁମ୍ଭେ କʼଣ ଆମ୍ଭମାନଙ୍କୁ ନିଃଶେଷ କରିବା ପର୍ଯ୍ୟନ୍ତ କ୍ରୁଦ୍ଧ ହେବ ନାହିଁ? ତହିଁରେ କେହି ଅବଶିଷ୍ଟ କି ରକ୍ଷିତ ରହିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏହା ଦେଖି ଆମ୍ଭେମାନେ କ’ଣ ପୁନର୍ବାର ତୁମ୍ଭର ଆଜ୍ଞା-ଲଙ୍ଘନ କରିବୁ ଓ ଏହି ଘୃଣାଯୋଗ୍ୟ କର୍ମକାରୀ ଅନ୍ୟ ଗୋଷ୍ଠୀୟମାନଙ୍କ ସଙ୍ଗେ କୁଟୁମ୍ବିତା କରିବୁ? କଲେ ତୁମ୍ଭେ କ’ଣ ଆମ୍ଭମାନଙ୍କୁ ନିଃଶେଷ କରିବା ପର୍ଯ୍ୟନ୍ତ କ୍ରୁଦ୍ଧ ହେବ ନାହିଁ? ତହିଁରେ କେହି ଅବଶିଷ୍ଟ କି ରକ୍ଷିତ ରହିବେ ନାହିଁ।