Ezra 9:15 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ଇଶ୍ରାୟେଲର ପରମେଶ୍ବର, ତୁମ୍ଭେ ଧର୍ମ ମଧ୍ଯ ଅଟ, ଯେଉଁଥିପାଇଁ ଆମ୍ଭମାନେେ ଆଜି ପର୍ୟ୍ଯନ୍ତ ରକ୍ଷା ପାଇଅଛୁ। ଆମ୍ଭମାନେେ ତୁମ୍ଭ ସାକ୍ଷାତ ରେ ନିଜ ଦୋଷ ରେ ଦୋଷୀ ହାଇେଅଛୁ। କାରଣ ସେଥିପାଇଁ କହେି ତୁମ୍ଭ ଛାମୁ ରେ ଠିଆ ହାଇପୋ ରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ଵର, ତୁମ୍ଭେ ଧର୍ମମୟ ଅଟ; କାରଣ ଆମ୍ଭେମାନେ ଆଜି ପର୍ଯ୍ୟନ୍ତ ରକ୍ଷା ପାଇ ଅବଶିଷ୍ଟ ଅଛୁ; ଦେଖ, ଆମ୍ଭେମାନେ ତୁମ୍ଭ ସାକ୍ଷାତରେ ନିଜ ଦୋଷରେ⇧ ଦୋଷୀ ହୋଇଅଛୁ; କାରଣ ତହିଁ ସକାଶୁ କେହି ତୁମ୍ଭ ଛାମୁରେ ଠିଆ ହୋଇ ପାରେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଧର୍ମମୟ ଅଟ, ଯେଉଁଥିପାଇଁ ଆମ୍ଭେମାନେ ଆଜି ପର୍ଯ୍ୟନ୍ତ ରକ୍ଷା ପାଇଅଛୁ। ଆମ୍ଭେମାନେ ତୁମ୍ଭ ସାକ୍ଷାତରେ ନିଜ ଦୋଷରେ ଦୋଷୀ ହୋଇଅଛୁ। କାରଣ ସେଥିପାଇଁ କେହି ତୁମ୍ଭ ଛାମୁରେ ଠିଆ ହୋଇପାରେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଧର୍ମମୟ ଅଟ; କାରଣ ଆମ୍ଭେମାନେ ଆଜି ପର୍ଯ୍ୟନ୍ତ ରକ୍ଷା ପାଇ ଅବଶିଷ୍ଟ ଅଛୁ; ଦେଖ, ଆମ୍ଭେମାନେ ତୁମ୍ଭ ସାକ୍ଷାତରେ ନିଜ ଦୋଷରେ ଦୋଷୀ ହୋଇଅଛୁ; କାରଣ ତହିଁ ସକାଶୁ କେହି ତୁମ୍ଭ ଛାମୁରେ ଠିଆ ହୋଇପାରେ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଧର୍ମମୟ ଅଟ; କାରଣ ଆମ୍ଭେମାନେ ଆଜି ପର୍ଯ୍ୟନ୍ତ ରକ୍ଷା ପାଇ ଅବଶିଷ୍ଟ ଅଛୁ; ଦେଖ, ଆମ୍ଭେମାନେ ତୁମ୍ଭ ସାକ୍ଷାତରେ ନିଜ ଦୋଷରେ ଦୋଷୀ ହୋଇଅଛୁ; କାରଣ ତହିଁ ସକାଶୁ କେହି ତୁମ୍ଭ ଛାମୁରେ ଠିଆ ହୋଇ ପାରେ ନାହିଁ।”