Ezra 9:2 — Compare Translations

5 translations compared side by side

Odia - 1840
"ସମାନେେ ଆପଣାମାନଙ୍କ ଓ ଆପଣାମାନଙ୍କ ପୁତ୍ରଗଣଙ୍କ ନିମନ୍ତେ ସମାନଙ୍କେର କନ୍ଯାଗଣଙ୍କୁ ଗ୍ରହଣ କରିଅଛନ୍ତି। ଏହିପରି ପବିତ୍ରବଂଶ ଅନ୍ଯଦେଶ ରେ ଗୋଷ୍ଠୀଯମାନଙ୍କ ସଙ୍ଗେ ଆପଣାମାନଙ୍କୁ ମିଶ୍ରିତ କରିଅଛନ୍ତି। ଏହି ଅପରାଧ ରେ ଅଧିପତି ଓ ଶାସନକର୍ତ୍ତାମାନଙ୍କ ହସ୍ତ ପ୍ରଧାନ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନେ ଆପଣାମାନଙ୍କ ଓ ଆପଣାମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କର କନ୍ୟାଗଣକୁ ଗ୍ରହଣ କରିଅଛନ୍ତି; ଏହି ରୂପେ ପବିତ୍ର-ବଂଶ ଅନ୍ୟଦେଶୀ ଗୋଷ୍ଠୀୟମାନଙ୍କ ସଙ୍ଗେ ଆପଣାମାନଙ୍କୁ ମିଶ୍ରିତ କରିଅଛନ୍ତି; ଆହୁରି, ଏହି ଅପରାଧରେ ଅଧିପତି ଓ ଶାସନକର୍ତ୍ତାମାନଙ୍କ ହସ୍ତ ପ୍ରଧାନ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଆପଣାମାନଙ୍କ ଓ ଆପଣାମାନଙ୍କ ପୁତ୍ରଗଣଙ୍କ ନିମନ୍ତେ ସେମାନଙ୍କର କନ୍ୟାଗଣଙ୍କୁ ଗ୍ରହଣ କରିଅଛନ୍ତି। ଏହିପରି ପବିତ୍ରବଂଶ ଅନ୍ୟଦେଶରେ ଗୋଷ୍ଠୀୟମାନଙ୍କ ସଙ୍ଗେ ଆପଣାମାନଙ୍କୁ ମିଶ୍ରିତ କରିଅଛନ୍ତି। ଏହି ଅପରାଧରେ ଅଧିପତି ଓ ଶାସନକର୍ତ୍ତାମାନଙ୍କ ହସ୍ତ ପ୍ରଧାନ ହୋଇଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନେ ଆପଣାମାନଙ୍କ ଓ ଆପଣାମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କର କନ୍ୟାଗଣଙ୍କୁ ଗ୍ରହଣ କରିଅଛନ୍ତି; ଏହିରୂପେ ପବିତ୍ର ବଂଶ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କ ସଙ୍ଗେ ଆପଣାମାନଙ୍କୁ ମିଶ୍ରିତ କରିଅଛନ୍ତି; ଆହୁରି, ଏହି ଅପରାଧରେ ଅଧିପତି ଓ ଶାସନକର୍ତ୍ତାମାନଙ୍କ ହସ୍ତ ପ୍ରଧାନ ହୋଇଅଛି।”
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନେ ଆପଣାମାନଙ୍କ ଓ ଆପଣାମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କର କନ୍ୟାଗଣଙ୍କୁ ଗ୍ରହଣ କରିଅଛନ୍ତି; ଏହିରୂପେ ପବିତ୍ର ବଂଶ ଅନ୍ୟଦେଶୀୟ ଗୋଷ୍ଠୀୟମାନଙ୍କ ସଙ୍ଗେ ଆପଣାମାନଙ୍କୁ ମିଶ୍ରିତ କରିଅଛନ୍ତି; ଆହୁରି, ଏହି ଅପରାଧରେ ଅଧିପତି ଓ ଶାସନକର୍ତ୍ତାମାନଙ୍କ ହସ୍ତ ପ୍ରଧାନ ହୋଇଅଛି।”