Ezra 9:3 — Compare Translations

5 translations compared side by side

Odia - 1840
"ଯେତବେେଳେ ମୁଁ ଏହିକଥା ଶୁଣିଲି ମୁଁ ମାରେ ବସ୍ତ୍ର ଓ ଗ୍ଭଗୋ ଚିରି ନିଜ ମସ୍ତକ ଓ ଦାଢିର କେଶ କ୍ଷୌରକରି ଚିନ୍ତିତ ହାଇେ ବସିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୁଁ ଏହି କଥା ଶୁଣନ୍ତେ, ଆପଣା ବସ୍ତ୍ର ଓ ଚୋଗା ଚିରି ଆପଣା ମସ୍ତକ ଓ ଦାଢ଼ିର କେଶ ଛିଣ୍ତାଇ ବିସ୍ମିତ ହୋଇ ବସିଲି ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ମୁଁ ଏହିକଥା ଶୁଣିଲି ମୁଁ ମୋର ବସ୍ତ୍ର ଓ ଗ୍ଭେଗା ଚିରି ନିଜ ମସ୍ତକ ଓ ଦାଢ଼ିର କେଶ କ୍ଷୌରକରି ଚିନ୍ତିତ ହୋଇ ବସିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୁଁ ଏହି କଥା ଶୁଣନ୍ତେ, ଆପଣା ବସ୍ତ୍ର ଓ ଚୋଗା ଚିରି ଆପଣା ମସ୍ତକ ଓ ଦାଢ଼ିର କେଶ ଛିଣ୍ଡାଇ ବିସ୍ମିତ ହୋଇ ବସିଲି।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୁଁ ଏହି କଥା ଶୁଣନ୍ତେ, ଆପଣା ବସ୍ତ୍ର ଓ ଚୋଗା ଚିରି ଆପଣା ମସ୍ତକ ଓ ଦାଢ଼ିର କେଶ ଛିଣ୍ଡାଇ ବିସ୍ମିତ ହୋଇ ବସିଲି।