Ezra 9:4 — Compare Translations

5 translations compared side by side

Odia - 1840
"ସେତବେେଳେ ନିର୍ବାସିତ ଲୋକମାନଙ୍କର ଅପରାଧ ପାଇଁ ଇଶ୍ରାୟେଲର ପରମେଶ୍ବରଙ୍କ ବ୍ଯବସ୍ଥା ରେ କମ୍ପିତ ପ୍ରେତ୍ୟକକ ଲୋକ ମାରେ ନିକଟରେ ଏକତ୍ରୀତ ହେଲେ। ମୁଁ ସନ୍ଧ୍ଯାକାଳୀନ ବଳିଦାନ ସମୟ ପର୍ୟ୍ଯନ୍ତ ଓ ମାେ ଗ୍ଭରିପଟେ ସମାନେେ ଏକତ୍ରୀତ ହବୋ ପର୍ୟ୍ଯନ୍ତ ଆଘାତ ପାଇ ବସିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ନିର୍ବାସିତ ଲୋକମାନଙ୍କ ଅପରାଧ ହେତୁରୁ ଇସ୍ରାଏଲର ପରମେଶ୍ଵରଙ୍କ ବାକ୍ୟରେ କମ୍ପିତ ପ୍ରତ୍ୟେକ ଲୋକ ମୋର ନିକଟରେ ଏକତ୍ରିତ ହେଲେ; ପୁଣି, ମୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟ ପର୍ଯ୍ୟନ୍ତ ବିସ୍ମିତ ହୋଇ ବସିଲି ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ନିର୍ବାସିତ ଲୋକମାନଙ୍କର ଅପରାଧ ପାଇଁ ଇସ୍ରାଏଲର ପରମେଶ୍ୱରଙ୍କ ବ୍ୟବସ୍ଥାରେ କମ୍ପିତ ପ୍ରତ୍ୟେକ ଲୋକ ମୋର ନିକଟରେ ଏକତ୍ରିତ ହେଲେ। ମୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟ ପର୍ଯ୍ୟନ୍ତ ଓ ମୋ’ ଗ୍ଭରିପଟେ ସେମାନେ ଏକତ୍ରିତ ହେବା ପର୍ଯ୍ୟନ୍ତ ଆଘାତ ପାଇ ବସିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ନିର୍ବାସିତ ଲୋକମାନଙ୍କ ଅପରାଧ ହେତୁରୁ ଇସ୍ରାଏଲର ପରମେଶ୍ୱରଙ୍କ ବାକ୍ୟରେ କମ୍ପିତ ପ୍ରତ୍ୟେକ ଲୋକ ମୋର ନିକଟରେ ଏକତ୍ରିତ ହେଲେ; ପୁଣି, ମୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟ ପର୍ଯ୍ୟନ୍ତ ବିସ୍ମିତ ହୋଇ ବସିଲି।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ନିର୍ବାସିତ ଲୋକମାନଙ୍କ ଅପରାଧ ହେତୁରୁ ଇସ୍ରାଏଲର ପରମେଶ୍ୱରଙ୍କ ବାକ୍ୟରେ କମ୍ପିତ ପ୍ରତ୍ୟେକ ଲୋକ ମୋର ନିକଟରେ ଏକତ୍ରିତ ହେଲେ; ପୁଣି, ମୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟ ପର୍ଯ୍ୟନ୍ତ ବିସ୍ମିତ ହୋଇ ବସିଲି।