Ezra 9:5 — Compare Translations
5 translations compared side by side
Odia - 1840
"ସନ୍ଧ୍ଯାକାଳୀନ ବଳିଦାନ ସମୟରେ ମୁଁ ଉଠିଲି। ମାେ ଦହେ ରେ ଚିରାବସ୍ତ୍ର ଓ ଗ୍ଭଗୋ ଥିଲା। ମୁଁ ମାରେଆଣ୍ଠୁମାଡି ସଦାପ୍ରଭୁ ମାରେ ପରମେଶ୍ବରଙ୍କ ଆଡେ ହସ୍ତ ବିସ୍ତାର କରି କହିଲି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟରେ ମୁଁ ଆପଣା ମନୋଦୁଃଖରୁ ଉଠିଲି, ମୋʼ ଦେହରେ ମୋହର ଚିରା ବସ୍ତ୍ର ଓ ଚୋଗା ଥିଲା; ପୁଣି, ମୁଁ ଆପଣା ଆଣ୍ଠୁ ପାତି ସଦାପ୍ରଭୁ ମୋʼ ପରମେଶ୍ଵରଙ୍କ ଆଡ଼େ ହସ୍ତ ବିସ୍ତାର କରି କହିଲି,
Odia Bible ERV 2004 (ପବିତ୍ର ବାଇବଲ)
ସନ୍ଧ୍ୟାକାଳୀନ ବଳିଦାନ ସମୟରେ ମୁଁ ଉଠିଲି। ମୋ’ ଦେହରେ ଚିରାବସ୍ତ୍ର ଓ ଗ୍ଭେଗା ଥିଲା। ମୁଁ ମୋର ଆଣ୍ଠୁମାଡ଼ି ସଦାପ୍ରଭୁ ମୋର ପରମେଶ୍ୱରଙ୍କ ଆଡ଼େ ହସ୍ତ ବିସ୍ତାର କରି କହିଲି,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟରେ ମୁଁ ଆପଣା ଦୁଃଖିତାବସ୍ଥାରୁ ଉଠିଲି, ମୋʼ ଦେହରେ ମୋହର ଚିରା ବସ୍ତ୍ର ଓ ଚୋଗା ଥିଲା; ପୁଣି, ମୁଁ ଆପଣା ଆଣ୍ଠୁପାତି ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ଆଡ଼େ ହସ୍ତ ବିସ୍ତାର କରି କହିଲି,
Odia IRV 2017 (ଓଡିଆ ବାଇବେଲ)
ତହୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟରେ ମୁଁ ଆପଣା ଦୁଃଖିତାବସ୍ଥାରୁ ଉଠିଲି, ମୋ’ ଦେହରେ ମୋହର ଚିରା ବସ୍ତ୍ର ଓ ଚୋଗା ଥିଲା; ପୁଣି, ମୁଁ ଆପଣା ଆଣ୍ଠୁ ପାତି ସଦାପ୍ରଭୁ ମୋ’ ପରମେଶ୍ୱରଙ୍କ ଆଡ଼େ ହସ୍ତ ବିସ୍ତାର କରି କହିଲି,