Ezra 9:6 — Compare Translations
5 translations compared side by side
Odia - 1840
"ହେ ମାରେ ପରମେଶ୍ବର,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ପରମେଶ୍ଵର, ମୁଁ ଲଜ୍ଜିତ ଅଛି, ହେ ମୋହର ପରମେଶ୍ଵର, ମୁଁ ତୁମ୍ଭ ଆଡ଼େ ମୁଖ ଟେକିବାକୁ ବିଷଣ୍ଣ ଅଛି; କାରଣ ଆମ୍ଭମାନଙ୍କ ଅପରାଧ ଆମ୍ଭମାନଙ୍କ ମସ୍ତକର ଊର୍ଦ୍ଧ୍ଵରେ ବଢ଼ି ଉଠିଅଛି ଓ ଆମ୍ଭମାନଙ୍କ ଦୋଷ ଗଗନସ୍ପର୍ଶୀ⇧ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋର ପରମେଶ୍ୱର, ମୁଁ ଲଜ୍ଜିତ ହୋଇଅଛି। ହେ ମୋର ପରମେଶ୍ୱର, ମୁଁ ତୁମ୍ଭକୁ ମୁହଁ ଦେଖାଇବାକୁ ଲଜ୍ଜିତ କାରଣ ଆମ୍ଭମାନଙ୍କ ଅପରାଧ ଆମ୍ଭମାନଙ୍କର ମସ୍ତକର ଉପରକୁ ଉଠିଅଛି। ଆମ୍ଭମାନଙ୍କ ଦୋଷ ସ୍ୱର୍ଗସ୍ପର୍ଶୀ ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ମୋହର ପରମେଶ୍ୱର, ମୁଁ ଲଜ୍ଜିତ ଅଛି, ହେ ମୋହର ପରମେଶ୍ୱର, ମୁଁ ତୁମ୍ଭଆଡ଼େ ମୁଖ ଟେକିବାକୁ ବିଷଣ୍ଣ ଅଛି; କାରଣ ଆମ୍ଭମାନଙ୍କ ଅପରାଧ ଆମ୍ଭମାନଙ୍କ ମସ୍ତକର ଊର୍ଦ୍ଧ୍ୱରେ ବଢ଼ି ଉଠିଅଛି ଓ ଆମ୍ଭମାନଙ୍କ ଦୋଷ ଗଗନସ୍ପର୍ଶୀ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
“ହେ ମୋହର ପରମେଶ୍ୱର, ମୁଁ ଲଜ୍ଜିତ ଅଛି, ହେ ମୋହର ପରମେଶ୍ୱର, ମୁଁ ତୁମ୍ଭ ଆଡ଼େ ମୁଖ ଟେକିବାକୁ ବିଷଣ୍ଣ ଅଛି; କାରଣ ଆମ୍ଭମାନଙ୍କ ଅପରାଧ ଆମ୍ଭମାନଙ୍କ ମସ୍ତକର ଉର୍ଦ୍ଧ୍ୱରେ ବଢ଼ି ଉଠିଅଛି ଓ ଆମ୍ଭମାନଙ୍କ ଦୋଷ ଗଗନସ୍ପର୍ଶୀ ହୋଇଅଛି।