Ezra 9:7 — Compare Translations

5 translations compared side by side

Odia - 1840
"ଆମ୍ଭମାନଙ୍କ ପୂର୍ବପୁରୁଷଗଣର ସମଯାବଧି ଆଜି ପର୍ୟ୍ଯନ୍ତ ଆମ୍ଭମାନେେ ଅତିଶଯ ଦୋଷୀ ହାଇେଅଛୁ। ଆମ୍ଭମାନଙ୍କର ଅପରାଧ ପାଇଁ ଆଜିର ନ୍ଯାଯ ଆମ୍ଭମାନେେ ଆମ୍ଭମାନଙ୍କ ରାଜଗଣ ଓ ଆମ୍ଭମାନଙ୍କ ଯାଜକଗଣ ନାନା ଦେଶୀଯ ରାଜଗଣ ହସ୍ତ ରେ, ଖଡ୍ଗ ରେ, ବନ୍ଦୀତ୍ବ ରେ ଓ ଅପମାନିତ ହବୋ ପାଇଁ ସମର୍ପିତ ହାଇେଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କ ପୂର୍ବପୁରୁଷଗଣର ସମୟଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭେମାନେ ଅତିଶୟ ଦୋଷୀ ହୋଇଅଛୁ; ଆପଣାମାନଙ୍କ ଅପରାଧ ସକାଶୁ ଆଜିର ନ୍ୟାୟ ଆମ୍ଭେମାନେ, ଆମ୍ଭମାନଙ୍କ ରାଜଗଣ ଓ ଆମ୍ଭମାନଙ୍କ ଯାଜକଗଣ ନାନା ଦେଶୀୟ ରାଜଗଣ ହସ୍ତରେ, ଖଡ଼୍‍ଗରେ, ବନ୍ଦୀତ୍ଵରେ ଓ ଲୁଟରେ ଓ ମୁଖ-ବିଷଣ୍ଣତାରେ ସମର୍ପିତ ହୋଇଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭମାନଙ୍କ ପୂର୍ବପୁରୁଷଗଣର ସମୟାବଧି ଆଜି ପର୍ଯ୍ୟନ୍ତ ଆମ୍ଭେମାନେ ଅତିଶୟ ଦୋଷୀ ହୋଇଅଛୁ। ଆମ୍ଭମାନଙ୍କର ଅପରାଧ ପାଇଁ ଆଜିର ନ୍ୟାୟ ଆମ୍ଭେମାନେ ଆମ୍ଭମାନଙ୍କ ରାଜଗଣ ଓ ଆମ୍ଭମାନଙ୍କ ଯାଜକଗଣ ନାନା ଦେଶୀୟ ରାଜଗଣ ହସ୍ତରେ, ‌‌ଖ‌ଡ଼୍‌ଗରେ, ବନ୍ଦୀତ୍ୱରେ ଓ ଅପମାନିତ ହେବା ପାଇଁ ସମର୍ପିତ ହୋଇଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କ ପୂର୍ବପୁରୁଷଗଣର ସମୟଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭେମାନେ ଅତିଶୟ ଦୋଷୀ ହୋଇଅଛୁ; ଆପଣାମାନଙ୍କ ଅପରାଧ ସକାଶୁ ଆଜିର ନ୍ୟାୟ ଆମ୍ଭେମାନେ, ଆମ୍ଭମାନଙ୍କ ରାଜାଗଣ ଓ ଆମ୍ଭମାନଙ୍କ ଯାଜକଗଣ ନାନା ଦେଶୀୟ ରାଜାଗଣ ହସ୍ତରେ, ଖଡ୍ଗରେ, ବନ୍ଦୀତ୍ୱରେ ଓ ଲୁଟରେ ଓ ମୁଖ ବିଷଣ୍ଣତାରେ ସମର୍ପିତ ହୋଇଅଛୁ।
Odia IRV 2017 (ଓଡିଆ ବାଇବେଲ)