Ezra 9:8 — Compare Translations
5 translations compared side by side
Odia - 1840
"ଆମ୍ଭମାନଙ୍କ ପରମେଶ୍ବର ଯେପରି ଆମ୍ଭମାନଙ୍କ ମୁଖ ପ୍ରସନ୍ନ କରିବେ ଓ ଆମ୍ଭମାନଙ୍କ ନିର୍ବାସୀତ ଅବସ୍ଥା ରେ ଆମ୍ଭମାନଙ୍କୁ ନିଶ୍ଚିଚ ଆଶ୍ବାସନା ଦବେେ। ଆମ୍ଭମାନଙ୍କୁ ରକ୍ଷା କରିବା ପାଇଁ ଆପଣା ପବିତ୍ରସ୍ଥାନ ରେ ଆମ୍ଭମାନଙ୍କୁ ଏକ ଖୁଣ୍ଟି ଦବୋକୁ ବର୍ତ୍ତମାନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବରଙ୍କଠାରୁ କ୍ଷଣକାଳ ଅନୁଗ୍ରହ ପାଇଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭମାନଙ୍କ ପରମେଶ୍ଵର ଯେପରି ଆମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ କରିବେ ଓ ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କୁ କିଞ୍ଚିତ୍ ଆଶ୍ଵାସ ଦେବେ, ଏଥିପାଇଁ ରକ୍ଷାର୍ଥେ ଆମ୍ଭମାନଙ୍କୁ ଅବଶିଷ୍ଟ ରଖିବାକୁ ଓ ଆପଣା ପବିତ୍ର ସ୍ଥାନରେ ଆମ୍ଭମାନଙ୍କୁ ଏକ ଖୁଣ୍ଟି ଦେବାକୁ ବର୍ତ୍ତମାନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କଠାରୁ କ୍ଷଣକାଳ ଅନୁଗ୍ରହ ପ୍ରକାଶିତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
“ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କ ମୁଖ ପ୍ରସନ୍ନ କରିବେ ଓ ଆମ୍ଭମାନଙ୍କ ନିର୍ବାସିତ ଅବସ୍ଥାରେ ଆମ୍ଭମାନଙ୍କୁ ନିଶ୍ଚିତ ଆଶ୍ୱାସନା ଦେବେ। ଆମ୍ଭମାନଙ୍କୁ ରକ୍ଷା କରିବା ପାଇଁ ଆପଣା ପବିତ୍ର ସ୍ଥାନରେ ଆମ୍ଭମାନଙ୍କୁ ଏକ ଖୁଣ୍ଟି ଦେବାକୁ ବର୍ତ୍ତମାନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରୁ କ୍ଷଣକାଳ ଅନୁଗ୍ରହ ପାଇଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ କରିବେ ଓ ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କୁ କିଞ୍ଚିତ୍ ଆଶ୍ୱାସ ଦେବେ, ଏଥିପାଇଁ ରକ୍ଷାର୍ଥେ ଆମ୍ଭମାନଙ୍କୁ ଅବଶିଷ୍ଟ ରଖିବାକୁ ଓ ଆପଣା ପବିତ୍ର ସ୍ଥାନରେ ଆମ୍ଭମାନଙ୍କୁ ଏକ ଖୁଣ୍ଟି ଦେବାକୁ ବର୍ତ୍ତମାନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରୁ କ୍ଷଣକାଳ ଅନୁଗ୍ରହ ପ୍ରକାଶିତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)