Galatians 1:11 — Compare Translations

7 translations compared side by side

Odia - 1840
"ଭାଇମାନେ! ମୁଁ କହି ଦବୋକୁ ଚା ହେଁ ଯେ, ମୁଁ ତୁମ୍ଭମାନଙ୍କୁ ଯେଉଁ ସୁସମାଚାର ଶୁଣାଇଲି ତାହା ମନୁଷ୍ଯକୃତ ନୁର୍ ହେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ, ହେ ଭାଇମାନେ, ଯେଉଁ ସୁସମାଚାର ମୋʼ ଦ୍ଵାରା ପ୍ରଚାରିତ ହୋଇଅଛି, ସେ ସମ୍ଵନ୍ଧରେ ତୁମ୍ଭମାନଙ୍କୁ ଜଣାଉଅଛି ଯେ, ତାହା ମନୁଷ୍ୟର ମତାନୁଯାୟୀ ନୁହେଁ;
Odia BSI (ପବିତ୍ର ବାଇବଲ (CL) NT (BSI))
ହେ ଭାଇମାନେ, ତୁମ୍ଭମାନଙ୍କୁ କହି ରଖୁଛି, ମୁଁ ଯେଉଁ ସୁସମାଚାର ପ୍ରଚାର କରେ, ତାହା ମନୁଷ୍ୟଠାରୁ ଉତ୍ପନ୍ନ ନୁହେଁ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କଠାରୁ ପାଉଲଙ୍କ ଅଧିକାର ଭାଇମାନେ! ମୁଁ କହି ଦେବାକୁ ଗ୍ଭହେଁ ଯେ, ମୁଁ ତୁମ୍ଭମାନଙ୍କୁ ଯେଉଁ ସୁସମାଗ୍ଭର ଶୁଣାଇଲି ତାହା ମନୁଷ୍ୟକୃତ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ, ହେ ଭାଇମାନେ, ଯେଉଁ ସୁସମାଚାର ମୋʼ ଦ୍ୱାରା ପ୍ରଚାରିତ ହୋଇଅଛି, ସେ ସମ୍ବନ୍ଧରେ ତୁମ୍ଭମାନଙ୍କୁ ଜଣାଉଅଛି ଯେ, ତାହା ମନୁଷ୍ୟର ମତାନୁସାରେ ନୁହେଁ;
Odia IRV 2017 (ଓଡିଆ ବାଇବେଲ)
କାରଣ, ହେ ଭାଇମାନେ, ଯେଉଁ ସୁସମାଚାର ମୋ' ଦ୍ୱାରା ପ୍ରଚାରିତ ହୋଇଅଛି, ସେ ସମ୍ବନ୍ଧରେ ତୁମ୍ଭମାନଙ୍କୁ ଜଣାଉଅଛି ଯେ, ତାହା ମନୁଷ୍ୟର ମତାନୁଯାୟୀ ନୁହେଁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಭಾವಾನು ಅನಿ ಭೆನಿಯಾನು, ಮಿಯಾ ತುಮ್ಕಾ ಸಾಂಗಲ್ಲಿ ಬರಿ ಖಬರ್ ಮಾನ್ಸಾಕ್ನಾ ಯೆಲ್ಲಿ ನ್ಹಯ್, ಹೆ ತುಮ್ಕಾ ಗೊತ್ತ್ ರ್‍ಹಾಂವ್ದಿತ್.