Galatians 1:13 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ମାେ ପୁର୍ବଜୀବନ ବିଷୟ ରେ ଶୁଣିଛ। ମୁଁ ଯିହୂଦୀ ଧର୍ମର ଥିଲି। ମୁଁ ପରମେଶ୍ବରଙ୍କ ମଣ୍ଡଳୀକୁ ତାଡ଼ନା କରୁଥିଲି। ମୁଁ ମଣ୍ଡଳୀଗୁଡ଼ିକୁ ନଷ୍ଟ କରି ଦବୋ ପାଇଁ ଚେଷ୍ଟା କରିଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୂର୍ବେ ଯିହୁଦୀ ଧର୍ମରେ ମୋହର ଆଚାରବ୍ୟବହାର ସମ୍ଵନ୍ଧରେ ତୁମ୍ଭେମାନେ ତ ଶୁଣିଅଛ, ମୁଁ ଈଶ୍ଵରଙ୍କ ମଣ୍ତଳୀକି ଅତିରିକ୍ତ ଭାବରେ ତାଡ଼ନା କରୁଥିଲି ଓ ତାହା ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲି,
Odia BSI (ପବିତ୍ର ବାଇବଲ (CL) NT (BSI))
ଇହୁଦୀ ଧର୍ମ ପ୍ରତି ଅନୁରକ୍ତ ଥିବା ସମୟରେ ମୁଁ କିପରି ଜୀବନ ଯାପନ କରୁଥିଲି, କିପରି ନିର୍ଦ୍ଦୟ ଭାବରେ ଈଶ୍ୱରଙ୍କ ଉପାସକ ମଣ୍ଡଳୀକୁ ତାଡ଼ନା କରୁଥିଲି ଏବଂ ତାହାକୁ ଧ୍ୱଂସ କରିବା ନିମନ୍ତେ କିପରି ଯଥାସାଧ୍ୟ ଚେଷ୍ଟା କରିଥିଲି, ଏସବୁ ବିଷୟ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଛି।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ମୋ’ ପୂର୍ବ ଜୀବନ ବିଷୟରେ ଶୁଣିଛ। ମୁଁ ଯିହୂଦୀ ଧର୍ମର ଥିଲି। ମୁଁ ପରମେଶ୍ୱରଙ୍କ ମଣ୍ଡଳୀକୁ ତାଡ଼ନା କରୁଥିଲି। ମୁଁ ମଣ୍ଡଳୀଗୁଡ଼ିକୁ ନଷ୍ଟ କରି ଦେବା ପାଇଁ ଚେଷ୍ଟା କରିଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୂର୍ବେ ଯିହୁଦୀ ଧର୍ମରେ ମୋହର ଆଚରଣ ସମ୍ବନ୍ଧରେ ତୁମ୍ଭେମାନେ ତ ଶୁଣିଅଛ, ମୁଁ ଈଶ୍ବରଙ୍କ ମଣ୍ଡଳୀ କି ଅତିରିକ୍ତ ଭାବରେ ତାଡ଼ନା କରୁଥିଲି ଓ ତାହା ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲି,
Odia IRV 2017 (ଓଡିଆ ବାଇବେଲ)
ପୂର୍ବେ ଯିହୂଦୀ ଧର୍ମରେ ମୋହର ଆଚାର ବ୍ୟବହାର ସମ୍ବନ୍ଧରେ ତୁମ୍ଭେମାନେ ତ ଶୁଣିଅଛ, ମୁଁ ଈଶ୍ୱରଙ୍କ ମଣ୍ଡଳୀ କି ଅତିରିକ୍ତ ଭାବରେ ତାଡ଼ନା କରୁଥିଲି ଓ ତାହା ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಅದ್ದಿ ಜುದೆವಾಂಚೊ ಹೊವ್ನ್ ಹೊತ್ತ್ಯಾ ತನ್ನಾ, ಮಾಜಿ ಚಲ್ನುಕ್ ಕಸ್ಲಿ ಹೊತ್ತಿ ಮನುನ್ ತುಮಿ ಆಯಿಕ್ಲ್ಯಾಶಿ ತವ್ಡೆಚ್, ಮಿಯಾ ದೆವಾಚ್ಯಾ ತಾಂಡ್ಯಾಂಚ್ಯಾ ಲೊಕಾಕ್ನಿ ಲೈ ತರಾಸ್ ದಿವ್ನ್ ನಾಸ್ ಕರುನ್ಗೆತ್ ಹೊತ್ತೊ.