Galatians 1:14 — Compare Translations

7 translations compared side by side

Odia - 1840
"ମୁଁ ଯିହୂଦୀଧର୍ମର ଜଣେ ନେତା ହାଇେ ଉଠୁଥିଲି। ମୁଁ ମାେ ବୟସର ତୁଳନା ରେ ଅନ୍ୟ ଯିହୂଦୀମାନଙ୍କଠାରୁ ଆଗୁଆଥିଲି। ପୁରାତନ ନିୟମଗୁଡ଼ିକ ପାଳନ କରିବା ପାଇଁ ମୁଁ କଠିନ ପରିଶ୍ରମ କରୁଥିଲି। ଏହି ନିୟମଗୁଡ଼ିକ ପରଂପରାଭାବେ ଆମ୍ଭେ ଆମ୍ଭର ପୂର୍ବପୁରୁଷମାନଙ୍କଠାରୁ ପାଇଥିଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ମୋହର ପିତୃପୁରୁଷଙ୍କ ପରମ୍ପରାଗତ ରୀତିନୀତି ନିମନ୍ତେ ଅତ୍ୟ; ଉଦ୍ଯୋଗୀ ହୋଇ ମୋହର ସମବୟସ୍କ ସ୍ଵଜାତି ଲୋକମାନଙ୍କ ମଧ୍ୟରେ ଅନେକଙ୍କଠାରୁ ବଳି ଯିହୁଦୀ ଧର୍ମରେ ଅଗ୍ରସର ହେଉଥିଲି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଇହୁଦୀ ଧର୍ମ ପାଳନରେ ସମସାମୟିକ ଇହୁଦୀମାନଙ୍କ ମଧ୍ୟରେ ମୁଁ ଅଗ୍ରଣୀ ଥିଲି ଏବଂ ଆମ ପୂର୍ବପୁରୁଷମାନଙ୍କ ପରମ୍ପରା ପ୍ରତି ଅଧିକ ଅନୁରକ୍ତ ଥିଲି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯିହୂଦୀ ଧର୍ମର ଜଣେ ନେତା ହୋଇ ଉଠୁଥିଲି। ମୁଁ ମୋ’ ବୟସର ତୁଳନାରେ ଅନ୍ୟ ଯିହୂଦୀମାନଙ୍କଠାରୁ ଆଗୁଆଥିଲି। ପୁରାତନ ନିୟମଗୁଡ଼ିକ ପାଳନ କରିବା ପାଇଁ ମୁଁ କଠିନ ପରିଶ୍ରମ କରୁଥିଲି। ଏହି ନିୟମ ଗୁଡ଼ିକ ପରମ୍ପରାଭାବେ ଆମ୍ଭେ ଆମ୍ଭର ପୂର୍ବପୁରୁଷମାନଙ୍କଠାରୁ ପାଇଥିଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ମୋହର ପିତୃ-ପୁରୁଷଙ୍କ ପରମ୍ପରାଗତ ରୀତିନୀତି ନିମନ୍ତେ ଅତ୍ୟନ୍ତ ଉଦ୍‌ଯୋଗୀ ହୋଇ ମୋହର ସମବୟସ୍କ ସ୍ୱଜାତି ଲୋକମାନଙ୍କ ମଧ୍ୟରେ ଅନେକଙ୍କଠାରୁ ବଳି ଯିହୁଦୀ ଧର୍ମରେ ଅଗ୍ରସର ହେଉଥିଲି।
Odia IRV 2017 (ଓଡିଆ ବାଇବେଲ)
ଆଉ, ମୋହର ପିତୃପୁରୁଷଙ୍କ ପରମ୍ପରାଗତ ରୀତିନୀତି ନିମନ୍ତେ ଅତ୍ୟନ୍ତ ଉଦ୍‍ଯୋଗୀ ହୋଇ ମୋହର ସମବୟସ୍କ ସ୍ୱଜାତି ଲୋକମାନଙ୍କ ମଧ୍ୟରେ ଅନେକଙ୍କଠାରୁ ବଳି ଯିହୂଦୀ ଧର୍ମରେ ଅଗ୍ରସର ହେଉଥିଲି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುದೆವಾಂಚ್ಯಾ ಲೊಕಾತ್ನಿ ದೆವ್ ಧರ್ಮಾಚ್ಯಾ ಕಾಮಾತ್ ಫಿಡೆ ಹೊತ್ತೊ, ಅನಿ ಅಮ್ಚ್ಯಾ ವಾಡ್ ವಡ್ಲಾಂಚಿ ಪದ್ದತ್ ಲೈ ಹುರ್ಪೆನ್ ಮಿಯಾ ಪಾಳುನ್ಗೆತ್ ಹೊತ್ತೊ.