Galatians 1:15 — Compare Translations
7 translations compared side by side
Odia - 1840
"କିନ୍ତୁ ପରମେଶ୍ବର ମାେ ଜନ୍ମ ପୂର୍ବରୁ ମାେତେ ଅନୁଗ୍ରହ କରି ବାଛି ନଇେଥିଲେ। ସେ ସ୍ଥିର କରିଥିଲେ ଯେ, ମୁଁ ଅଣଯିହୂଦୀମାନଙ୍କୁ ତାହାଙ୍କ ପୁତ୍ର ଯୀଶୁଖ୍ରୀଷ୍ଟଙ୍କର ସୁସମାଚାର କହିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯେ ମୋହର ମାତାଙ୍କ ଉଦରରୁ ମୋତେ ପୃଥକ କରିଥିଲେ ଓ ଆପଣା ଅନୁଗ୍ରହରେ ମୋତେ ଆହ୍ଵାନ କଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ମାତ୍ର ଈଶ୍ୱର ତାଙ୍କ ଅନୁଗ୍ରହରେ ମୋ’ ଜନ୍ମ ପୂର୍ବରୁ ମୋତେ ମନୋନୀତ କରିଥିଲେ ଏବଂ ତାଙ୍କର ସେବା କରିବା ପାଇଁ ମୋତେ ଆହ୍ୱାନ ଦେଇଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପରମେଶ୍ୱର ମୋ’ ଜନ୍ମ ପୂର୍ବରୁ ମୋତେ ଅନୁଗ୍ରହ କରି ବାଛି ନେଇଥିଲେ। ସେ ସ୍ଥିର କରିଥିଲେ ଯେ, ମୁଁ ଅଣଯିହୂଦୀମାନଙ୍କୁ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କର ସୁସମାଗ୍ଭର କହିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯେ ମୋହର ମାତାଙ୍କ ଉଦରରୁ ମୋତେ ପୃଥକ୍ କରିଥିଲେ ଓ ଆପଣା ଅନୁଗ୍ରହରେ ମୋତେ ଆହ୍ୱାନ କଲେ,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯେ ମୋହର ମାତାଙ୍କ ଉଦରରୁ ମୋତେ ପୃଥକ୍ କରିଥିଲେ ଓ ଆପଣା ଅନୁଗ୍ରହରେ ମୋତେ ଆହ୍ୱାନ କଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ದೆವಾನ್ ಅಪ್ನಾಚ್ಯಾ ಕುರ್ಪೆನ್ ಮಾಕಾ ಅದ್ದಿಚ್ ಮಿಯಾ ಬಾಯ್ಚ್ಯಾ ಪೊಟಾತ್ ರ್ಹಾತಾನಾಚ್ ಮಾಕಾ ಎಚುನ್ ಕಾಡ್ಲ್ಯಾನ್ ಅನಿ ಅಪ್ನಾಚಿ ಸೆವಾ ಕರುಕ್ ಮಾಕಾ ಬಲ್ವುಲ್ಯಾನ್, ಅನಿ ತೆನಿ ನಿರ್ಧಾರ್ ಕರ್ಲ್ಯಾನ್,