Galatians 1:16 — Compare Translations

7 translations compared side by side

Odia - 1840
"ପରମେଶ୍ବର ତାହାଙ୍କ ପୁତ୍ରଙ୍କ ବିଷୟ ରେ କହିଲେ। ଯେତବେେଳେ ପରମେଶ୍ବର ମାେତେ ଡାକିଲେ, ମୁଁ କୌଣସି ମଣିଷର ପରାମର୍ଶ ବା ସାହାୟ୍ଯ ନଇେ ନ ଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଯେତେବେଳେ ଆପଣା ପୁତ୍ରଙ୍କୁ ମୋʼଠାରେ ପ୍ରକାଶ କରିବା ନିମନ୍ତେ ସନ୍ତୁଷ୍ଟ ହେଲେ, ଯେପରି ମୁଁ ବିଜାତିମାନଙ୍କ ମଧ୍ୟରେ ତାହାଙ୍କୁ ପ୍ରଚାର କରେ, ସେତେବେଳେ ମୁଁ ମନୁଷ୍ୟ ସହିତ ପରାମର୍ଶ ନ କରି
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି ଅଣଇହୁଦୀମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ଯେତେବେଳେ ମୋ’ ନିକଟରେ ସେ ତାଙ୍କ ପୁତ୍ରଙ୍କୁ ପ୍ରକାଶ କଲେ, ଏ ବିଷୟରେ ପରାମର୍ଶ କରିବା ନିମନ୍ତେ ମୁଁ ଅନ୍ୟ କାହା ନିକଟକୁ ଯାଇ ନ ଥିଲି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତାହାଙ୍କ ପୁତ୍ରଙ୍କ ବିଷୟରେ କହିଲେ। ଯେତେବେଳେ ପରମେଶ୍ୱର ମୋତେ ଡାକିଲେ, ମୁଁ କୌଣସି ମଣିଷର ପରାମର୍ଶ ବା ସାହାଯ୍ୟ ନେଇ ନ ଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଯେତେବେଳେ ଆପଣା ପୁତ୍ରଙ୍କୁ ମୋʼ ଠାରେ ପ୍ରକାଶ କରିବା ନିମନ୍ତେ ସନ୍ତୁଷ୍ଟ ହେଲେ, ଯେପରି ମୁଁ ଅଣଯିହୁଦୀମାନଙ୍କ ମଧ୍ୟରେ ସୁସମାଚାର ପ୍ରଚାର କରେ, ସେତେବେଳେ ମୁଁ ମନୁଷ୍ୟଠାରୁ କୌଣସି ପରାମର୍ଶ ନ ନେଇ
Odia IRV 2017 (ଓଡିଆ ବାଇବେଲ)
ସେ ଯେତେବେଳେ ଆପଣା ପୁତ୍ରଙ୍କୁ ମୋ'ଠାରେ ପ୍ରକାଶ କରିବା ନିମନ୍ତେ ସନ୍ତୁଷ୍ଟ ହେଲେ, ଯେପରି ମୁଁ ଅଣଯିହୂଦୀମାନଙ୍କ ମଧ୍ୟରେ ତାହାଙ୍କୁ ପ୍ରଚାର କରେ, ସେତେବେଳେ ମୁଁ ମନୁଷ୍ୟ ସହିତ ପରାମର୍ଶ ନ କରି
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಪ್ನಾಚ್ಯಾ ಲೆಕಾಕ್ ಮಾಕಾ ದಾಕ್ವುಚೆ ಮನುನ್. ತೆಚ್ಯಾ ವಿಶಯಾತ್ಲಿ ಬರಿ ಖಬರ್; ಮಿಯಾ ಜುದೆವ್ ನ್ಹಯ್ ಹೊತ್ತ್ಯಾ ಲೊಕಾಕ್ನಿ ಸಾಂಗುಕ್ ಪಾಜೆ ಮನುನ್ ದೆವಾನ್ ಮಾಕಾ ಅದ್ದಿಚ್ ಎಚುನ್ ಕಾಡಲ್ಲ್ಯಾನ್, ತನ್ನಾ ಖಲ್ಯಾಬಿ ಮಾನ್ಸಾಕ್ನಾ ಮಿಯಾ ಸಲಹಾ ಘೆವ್ಕ್ ನಾ.