Galatians 1:17 — Compare Translations

7 translations compared side by side

Odia - 1840
"ମାେ ଆଗରୁ ପ୍ ରରେିତ ହାଇେ ସାରିଥିବା ୟିରୁଶାଲମର ପ୍ ରରେିତମାନଙ୍କ ପାଖକୁ ମୁଁ ଗଲିନାହିଁ। କିନ୍ତୁ ଅପେକ୍ଷା ନ କରି ମୁଁ ପ୍ରଥମେ ଆରବ ଗଲି ଓ ତା'ପରେ ଦମ୍ମସକେ ନଗରକୁ ଫରେିଗଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିଅବା ମୋʼ ପୂର୍ବରେ ନିଯୁକ୍ତ ପ୍ରେରିତମାନଙ୍କ ନିକଟକୁ ଯିରୂଶାଲମକୁ ନ ଯାଇ ସେହିକ୍ଷଣି ଆରବକୁ ବାହାରିଗଲି; ପୁନଶ୍ଚ ମୁଁ ଦାମାସ୍କସ୍କୁ ବାହୁଡ଼ି ଆସିଲି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏପରି କି ମୋ’ ପୂର୍ବରୁ ଯେଉଁମାନେ ପ୍ରେରିତ ଶିଷ୍ୟ ହୋଇଥିଲେ, ସେମାନଙ୍କ ସଙ୍ଗେ ସୁଦ୍ଧା ସାକ୍ଷାତ କରିବାକୁ ଯିରୁଶାଲମ ଯାଇ ନ ଥିଲି। ବରଂ ମୁଁ ସଙ୍ଗେ ସଙ୍ଗେ ଆରବ ଦେଶକୁ ଯାଇଥିଢ଼ଲି ଏବଂ ତା’ପରେ ଦାମାସସ୍କୁ ଫେରି ଆସିଥିଲି।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ଆଗରୁ ପ୍ରେରିତ ହୋଇ ସାରିଥିବା ଯିରୁଶାଲମର ପ୍ରେରିତମାନଙ୍କ ପାଖକୁ ମୁଁ ଗଲି ନାହିଁ। କିନ୍ତୁ ଅପେକ୍ଷା ନ କରି ମୁଁ ପ୍ରଥମେ ଆରବ ଗଲି ଓ ତା’ପରେ ଦମ୍ମେସକ ନଗରକୁ ଫେରିଗଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିଅବା ମୋʼ ପୂର୍ବରେ ନିଯୁକ୍ତ ପ୍ରେରିତମାନଙ୍କ ନିକଟକୁ ଯିରୂଶାଲମ ସହରକୁ ନ ଯାଇ ସେହିକ୍ଷଣି ଆରବ ଦେଶକୁ ବାହାରିଗଲି; ପୁନଶ୍ଚ ମୁଁ ଦମ୍ମେଶକ ସହରକୁ ବାହୁଡ଼ି ଆସିଲି।
Odia IRV 2017 (ଓଡିଆ ବାଇବେଲ)
କିଅବା ମୋ' ପୂର୍ବରେ ନିଯୁକ୍ତ ପ୍ରେରିତମାନଙ୍କ ନିକଟକୁ ଯିରୂଶାଲମକୁ ନ ଯାଇ ସେହିକ୍ଷଣି ଆରବକୁ ବାହାରିଗଲି; ପୁନଶ୍ଚ ମୁଁ ଦମ୍ମେସକକୁ ବାହୁଡ଼ି ଆସିଲି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ನಾಹೊಲ್ಯಾರ್ ಮಾಜ್ಯಾನ್ಕಿ ಅದ್ದಿ ಅಪೊಸ್ತಲ್ ಹೊಲ್ಲೆ ಹೊತ್ತ್ಯಾಕ್ನಿ ಭೆಟುಕ್ ಜೆರುಜಲೆಮಾಕ್ ಮಿಯಾ ಜಾವ್ಕ್ ನಾ. ಖರೆ ಮಿಯಾ ಅರೆಬಿಯಾ ಮನ್ತಲ್ಯಾ ದೆಶಾಕ್ ಗೆಲೊ ಅನಿ ಮಾನಾ ದಮಸ್ಕಾ ಶಾರಾಕ್ ಪರ್ತುನ್ ಗೆಲೊ.