Galatians 1:18 — Compare Translations

7 translations compared side by side

Odia - 1840
"ତିନିବର୍ଷ ପରେ ମୁଁ ୟିରୁଶାଲମକୁ ଗଲି। ମୁଁ ପିତର ଙ୍କୁ ଦଖାେ କରିବାକୁ ଯାଇଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ପରେ ତିନି ବର୍ଷ ଉତ୍ତାରେ ମୁଁ କେଫାଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଯିରୂଶାଲମକୁ ଗଲି ଓ ତାଙ୍କ ସହିତ ପନ୍ଦର ଦିନ ରହିଲି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହାର ତିନି ବର୍ଷ ପରେ ମୁଁ ପିତରଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଯିରୁଶାଲମକୁ ଗଲି ଏବଂ ତାଙ୍କ ସଙ୍ଗେ ଦୁଇ ସପ୍ତାହ ରହିଥିଲି।
Odia Bible ERV 2004 (ପବିତ୍ର ବାଇବଲ)
ତିନି ବର୍ଷ ପରେ ମୁଁ ଯିରୁଶାଲମକୁ ଗଲି। ମୁଁ ପିତର ଙ୍କୁ ଦେଖା କରିବାକୁ ଯାଇଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ପରେ ତିନି ବର୍ଷ ଉତ୍ତାରେ ମୁଁ ପିତରଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଯିରୂଶାଲମ ସହରକୁ ଗଲି ଓ ତାହାଙ୍କ ସହିତ ପନ୍ଦର ଦିନ ରହିଲି।
Odia IRV 2017 (ଓଡିଆ ବାଇବେଲ)
ତାହା ପରେ ତିନି ବର୍ଷ ଉତ୍ତାରେ ମୁଁ ପିତରଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଯିରୂଶାଲମକୁ ଗଲି ଓ ତାଙ୍କ ସହିତ ପନ୍ଦର ଦିନ ରହିଲି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ತಿನ್ ವರ್ಸಾಚ್ಯಾ ಮಾನಾ ಕೆಫಾಸಾಕ್ ಭೆಟುಕ್ ಜೆರುಜಲೆಮಾಕ್ ಗೆಲೊ ಅನಿ ಪಂದ್ರಾ ದಿಸ್ ಥೈ ರ್‍ಹಾಲೊ.