Galatians 1:19 — Compare Translations
7 translations compared side by side
Odia - 1840
"ପିତରଙ୍କ ସହିତ ମୁଁ ପନ୍ଦର ଦିନ ରହିଲି। ମୁଁ ସଠାରୁେ ପ୍ରଭୁଙ୍କ ଭାଇ ଯାକୁବଙ୍କ ଛଡ଼ା ଆଉ କୌଣସି ପ୍ ରରେିତଙ୍କୁ ଦଖାେ କଲି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ପ୍ରଭୁଙ୍କ ଭ୍ରାତା ଯାକୁବଙ୍କ ଛଡ଼ା ପ୍ରେରିତ-ମାନଙ୍କର ଅନ୍ୟ କାହାରିକୁ ଦେଖିଲି ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁଙ୍କର ଭାଇ ଯାକୁବଙ୍କ ବ୍ୟତୀତ ମୋର ଅନ୍ୟ କୌଣସି ପ୍ରେରିତ ଶିଷ୍ୟ ସଙ୍ଗେ ସାକ୍ଷାତ ହୋଇ ନ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ପିତରଙ୍କ ସହିତ ମୁଁ ପନ୍ଦର ଦିନ ରହିଲି। ମୁଁ ସେଠାରୁ ପ୍ରଭୁଙ୍କ ଭାଇ ଯାକୁବଙ୍କ ଛଡ଼ା ଆଉ କୌଣସି ପ୍ରେରିତଙ୍କୁ ଦେଖା କଲି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ପ୍ରଭୁଙ୍କ ଭାଇ ଯାକୁବଙ୍କ ଛଡ଼ା ପ୍ରେରିତମାନଙ୍କର ଅନ୍ୟ କାହାରିକୁ ଦେଖିଲି ନାହିଁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ପ୍ରଭୁଙ୍କ ଭାଇ ଯାକୁବଙ୍କ ଛଡ଼ା ପ୍ରେରିତମାନଙ୍କର ଅନ୍ୟ କାହାରିକୁ ଦେଖିଲି ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥೈ ಧನಿಯಾಚೊ ಭಾವ್ ಜಾಕೊಬಾಕ್ ಸೊಡುನ್ ದುಸ್ರೊ ಖಲೊಬಿ ಅಪೊಸ್ತಲ್ ಮಾಕಾ ಬಗುಕ್ ಗಾವುಕ್ ನಾ.