Galatians 1:2 — Compare Translations
6 translations compared side by side
Odia - 1840
"ମାେ ସହିତ ଥିବା ଏବଂ ଖ୍ରୀଷ୍ଟଙ୍କଠା ରେ ବିଶ୍ବାସୀ ସମସ୍ତ ଭାଇମାନଙ୍କ ତରଫରୁ ଏହି ପତ୍ରଟି ଗାଲାତୀୟ ଅଞ୍ଚଳର ସମସ୍ତ ବିଶ୍ବାସୀ ମଣ୍ଡଳୀ ନିକଟକୁ ଲଖାଯାେଉଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ମୋହର ସାଙ୍ଗରେ ଥିବା ଭାଇ ସମସ୍ତେ ଗାଲାତୀୟ ମଣ୍ତଳୀ-ସମୂହକୁ ଲେଖୁଅଛୁ;
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ସହିତ ଥିବା ଏବଂ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସୀ ସମସ୍ତ ଭାଇମାନଙ୍କ ତରଫରୁ ଏହି ପତ୍ରଟି ଗାଲାତୀୟ ଅଞ୍ଚଳର ସମସ୍ତ ବିଶ୍ୱାସୀ ମଣ୍ଡଳୀ ନିକଟକୁ ଲେଖା ଯାଉଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ମୋହର ସାଙ୍ଗରେ ଥିବା ଭାଇ ସମସ୍ତେ ଗାଲାତୀୟ ଅଞ୍ଚଳରେ ଥିବା ମଣ୍ଡଳୀ-ସମୂହକୁ ପତ୍ର;
Odia IRV 2017 (ଓଡିଆ ବାଇବେଲ)
ଆଉ ମୋହର ସାଙ୍ଗରେ ଥିବା ଭାଇ ସମସ୍ତେ ଗାଲାତୀୟ ମଣ୍ଡଳୀଗୁଡିକୁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಮಾಜ್ಯಾ ವಾಂಗ್ಡಾ ಹೊತ್ತ್ಯಾ ಸಗ್ಳ್ಯಾ ಭಾವಾನಿ ಅನಿ ಭೆನಿಯಾನಿ ಗಾಲಾತ್ ಮನ್ತಲ್ಯಾ ಪ್ರಾಂತ್ಯಾತ್ಲ್ಯಾ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಕ್ನಿ ಲಿವ್ತಲೆ: