Galatians 1:21 — Compare Translations
7 translations compared side by side
Odia - 1840
"ତା'ପରେ ମୁଁ ସୁରିଆ ଓ କିଲିକିଯା ଅଞ୍ଚଳଗୁଡ଼ିକୁ ଗଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ମୁଁ ସୁରିଆ ଓ କିଲିକିଆ ଅଞ୍ଚଳକୁ ଗଲି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହାପରେ ମୁଁ ସିରିଆ ଓ ସିଲିସିଆର ବହୁ ସ୍ଥାନକୁ ଯାଇଥିଲି।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୁଁ ସୁରିଆ ଓ କିଲିକିୟା ଅଞ୍ଚଳଗୁଡ଼ିକୁ ଗଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ମୁଁ ସିରିୟା ଓ କିଲିକିୟା ଅଞ୍ଚଳକୁ ଗଲି।
Odia IRV 2017 (ଓଡିଆ ବାଇବେଲ)
ପରେ ମୁଁ ସିରିୟା ଓ କିଲିକିୟା ଅଞ୍ଚଳକୁ ଗଲି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚ್ಯಾ ಮಾನಾ ಮಿಯಾ ಸಿರಿಯಾ ದೆಶಾಚ್ಯಾ ಪ್ರಾಂತ್ಯಾಕ್ನಿ ಅನಿ ಸಿಲಿಸಿಯಾಕ್ ಗೆಲೊ.