Galatians 1:22 — Compare Translations
7 translations compared side by side
Odia - 1840
"ଯିହୁଦା ରେ ଖ୍ରୀଷ୍ଟଙ୍କଠା ରେ ଥିବା ମଣ୍ଡଳୀଗୁଡ଼ିକ ମାେତେ ପୂର୍ବରୁ ଦେଖି ନ ଥିବାରୁ ମାେତେ ଚିହ୍ନି ନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୂଦା ପ୍ରଦେଶର ଖ୍ରୀଷ୍ଟାଶ୍ରିତ ମଣ୍ତଳୀସମୂହ ନିକଟରେ ମୁଁ ବ୍ୟକ୍ତିଗତଭାବେ ପରିଚିତ ନ ଥିଲି;
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ସମୟରେ ଯିହୁଦା ପ୍ରଦେଶରେ ଥିବା ଖ୍ରୀଷ୍ଟୀୟ ମଣ୍ଡଳୀର ସଦସ୍ୟମାନେ ମୋତେ ବ୍ୟକ୍ତିଗତଭାବେ ଜାଣି ନ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦାରେ ଖ୍ରୀଷ୍ଟଙ୍କଠାରେ ଥିବା ମଣ୍ଡଳୀଗୁଡ଼ିକ ମୋତେ ପୂର୍ବରୁ ଦେଖି ନ ଥିବାରୁ ମୋତେ ଚିହ୍ନି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୂଦିୟା ପ୍ରଦେଶର ଖ୍ରୀଷ୍ଟାଶ୍ରିତ ମଣ୍ଡଳୀ-ସମୂହ ନିକଟରେ ମୁଁ ବ୍ୟକ୍ତିଗତ ଭାବରେ ପରିଚିତ ନ ଥିଲି;
Odia IRV 2017 (ଓଡିଆ ବାଇବେଲ)
ଯିହୂଦା ପ୍ରଦେଶର ଖ୍ରୀଷ୍ଟାଶ୍ରିତ ମଣ୍ଡଳୀସମୂହ ନିକଟରେ ମୁଁ ବ୍ୟକ୍ତିଗତଭାବେ ପରିଚିତ ନ ଥିଲି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಎಳಾರ್ ಕ್ರಿಸ್ತಾಚ್ಯಾ ವೈನಾ ಜುದೆಯಾಚ್ಯಾ ಪ್ರಾಂತ್ರ್ಯಾತ್ಲ್ಯಾ ಲೊಕಾಕ್ನಿ ಮಾಜಿ ವಳಕ್ ನತ್ತಿ.