Galatians 1:23 — Compare Translations

7 translations compared side by side

Odia - 1840
"ସମାନେେ କବଳେ ମାେ ବିଷୟ ରେ ଶୁଣିଥିଲେ ଯେ, ପୂର୍ବରୁ ଏହି ଲୋକ ମଣ୍ଡଳୀକୁ ତାଡ଼ନା କରୁଥିଲା, ଏବେ ସେ ଖ୍ରୀଷ୍ଟଙ୍କ ବିଶ୍ବାସମତକୁ ପ୍ରଚାର କରୁଅଛି, ଯାହାକୁ ସେ ପୂର୍ବରୁ ନଷ୍ଟ କରିବା ପାଇଁ ଚେଷ୍ଟା କରିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ କେବଳ ଶୁଣୁଥିଲେ, ଯେଉଁ ବ୍ୟକ୍ତି ପୂର୍ବେ ଆମ୍ଭମାନଙ୍କୁ ତାଡ଼ନା କରୁଥିଲେ, ସେ ଥରେ ଯେଉଁ ବିଶ୍ଵାସମତକୁ ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲେ, ତାହା ଏବେ ପ୍ରଚାର କରୁଅଛନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
ମୋ’ ସମ୍ପର୍କରେ ଅନ୍ୟମାନେ ଯାହା କହିଥିଲେ, ସେମାନେ କେବଳ ସେତିକି ଜାଣିଥିଲେ। ଅନ୍ୟମାନଙ୍କଠାରୁ ସେମାନେ ଶୁଣିଥିଲେ, “ଯେଉଁ ବ୍ୟକ୍ତି ଆମକୁ ତାଡ଼ନା କରୁଥିଲେ ଓ ଏକଦା ଆମ ଧର୍ମକୁ ଧ୍ୱଂସ କରି ଦେବାକୁ ଚେଷ୍ଟା କରୁଥିଲେ, ବର୍ତ୍ତମାନ ସେ ସେହି ଧର୍ମ ପ୍ରଚାର କରୁଅଛନ୍ତି!”
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କେବଳ ମୋ’ ବିଷୟରେ ଶୁଣିଥିଲେ ଯେ, “ପୂର୍ବରୁ ଏହି ଲୋକ ମଣ୍ଡଳୀକୁ ତାଡ଼ନା କରୁଥିଲା, ଏବେ ସେ ଖ୍ରୀଷ୍ଟଙ୍କ ବିଶ୍ୱାସମତକୁ ପ୍ରଗ୍ଭର କରୁଅଛି, ଯାହାକୁ ସେ ପୂର୍ବରୁ ନଷ୍ଟ କରିବା ପାଇଁ ଚେଷ୍ଟା କରିଥିଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ କେବଳ ଶୁଣୁଥିଲେ, ଏବଂ ଯେଉଁ ବ୍ୟକ୍ତି ପୂର୍ବେ ଆମ୍ଭମାନଙ୍କୁ ତାଡ଼ନା କରୁଥିଲେ, ଏବଂ ଥରେ ଯେଉଁ ବିଶ୍ୱାସମତକୁ ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲେ, ସେ ଏବେ ସୁସମାଚାର ପ୍ରଚାର କରୁଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
ସେମାନେ କେବଳ ଶୁଣୁଥିଲେ, ଯେଉଁ ବ୍ୟକ୍ତି ପୂର୍ବେ ଆମ୍ଭମାନଙ୍କୁ ତାଡ଼ନା କରୁଥିଲେ, ସେ ଥରେ ଯେଉଁ ବିଶ୍ୱାସମତକୁ ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲେ, ତାହା ଏବେ ପ୍ରଚାର କରୁଅଛନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ, “ಅಮ್ಕಾ ತರಾಸ್ ದಿತಲೊ ಮಾನುಸ್, ಎಕ್ ಎಳಾರ್ ನಾಸ್ ಕರುಚೆ ಮನುನ್ ಘೆವ್ನ್ ಹೊತ್ತ್ಯಾ ವಿಶ್ವಾಸಾಚ್ಯಾ ವಿಶಯಾತುಚ್ ಪರ್‍ಚಾರ್ ಕರುಕ್ ಲಾಗ್ಲಾ ಮನ್ತಲೆ ತೆನಿ ಆಯಿಕಲ್ಲ್ಯಾನಿ”.