Galatians 1:3 — Compare Translations

7 translations compared side by side

Odia - 1840
"ମୁଁ ପ୍ରାର୍ଥନା କରେ ଯେ, ଆମ୍ଭ ପରମପିତା ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କୁ ମିଳୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କ ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ-ଠାରୁଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ;
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତି ପ୍ରଦାନ କରନ୍ତୁ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ପ୍ରାର୍ଥନା କରେ ଯେ, ଆମ୍ଭ ପରମପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କୁ ମିଳୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ;
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬಾಬಾ ದೆವಾಕ್ನಾ ಅನಿ ಜೆಜು ಕ್ರಿಸ್ತಾಕ್ನಾ ತುಮ್ಕಾ ಕುರ್ಪಾ ಅನಿ ಶಾಂತಿ ಗಾಂವ್ದಿತ್.