Galatians 1:4 — Compare Translations

7 translations compared side by side

Odia - 1840
"ପରମପିତା ପରମେଶ୍ବରଙ୍କ ଇଚ୍ଛା ଅନୁସାରେ ଯୀଶୁଖ୍ରୀଷ୍ଟ ଆମ୍ଭ ପାପଗୁଡ଼ିକ ପାଇଁ ଓ ଆମ୍ଭେ ରହୁଥିବା ପାପ ସଂସାରରୁ ଆମ୍ଭକୁ ମୁକ୍ତ କରିବା ପାଇଁ ନିଜକୁ ସମର୍ପିତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆମ୍ଭମାନଙ୍କ ପିତା ଈଶ୍ଵରଙ୍କ ଇଚ୍ଛାନୁସାରେ ଏହି ବର୍ତ୍ତମାନ ଜଗତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ଆମ୍ଭମାନଙ୍କ ପାପ ନିମନ୍ତେ ଆପଣାକୁ ପ୍ରଦାନ କଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ବର୍ତ୍ତମାନର ଏହି ଭ୍ରଷ୍ଟ ଜଗତରୁ ଆମକୁ ଉଦ୍ଧାର କରିବା ପାଇଁ, ଆମ ପିତା ଈଶ୍ୱରଙ୍କର ଇଚ୍ଛା ପାଳନ କରି, ଖ୍ରୀଷ୍ଟ ଆମ ପାପ ନିମନ୍ତେ ନିଜକୁ ସମର୍ପଣ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ପରମପିତା ପରମେଶ୍ୱରଙ୍କ ଇଚ୍ଛା ଅନୁସାରେ ଯୀଶୁ ଖ୍ରୀଷ୍ଟ ଆମ୍ଭ ପାପଗୁଡ଼ିକ ପାଇଁ ଓ ଆମ୍ଭେ ରହୁଥିବା ପାପ ସଂସାରରୁ ଆମ୍ଭକୁ ମୁକ୍ତ କରିବା ପାଇଁ ନିଜକୁ ସମର୍ପିତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆମ୍ଭମାନଙ୍କ ପିତା ଈଶ୍ବରଙ୍କ ଇଚ୍ଛାନୁସାରେ ଏହି ପାପମୟ ଜଗତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ଆମ୍ଭମାନଙ୍କ ପାପ ନିମନ୍ତେ ଆପଣାକୁ ପ୍ରଦାନ କଲେ;
Odia IRV 2017 (ଓଡିଆ ବାଇବେଲ)
ସେ ଆମ୍ଭମାନଙ୍କ ପିତା ଈଶ୍ୱରଙ୍କ ଇଚ୍ଛାନୁସାରେ ଏହି ପାପମୟ ଜଗତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ଆମ୍ଭମାନଙ୍କ ପାପ ନିମନ୍ତେ ଆପଣାକୁ ପ୍ରଦାନ କଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚ್ಯಾ ದೆವಾಚ್ಯಾ ಅನಿ ಬಾಬಾಚ್ಯಾ ಇಚ್ಛ್ಯಾ ಸಾರ್ಕೆ ಹ್ಯಾ ಬುರ್ಶ್ಯಾ ಕಾಲಾತ್ನಾ ಅಮ್ಕಾ ಸ್ವತಂತ್ರ್ ಕರುಸಾಟ್ನಿ ಕ್ರಿಸ್ತಾನ್ ಅಮ್ಚ್ಯಾ ಪಾಪಾಚ್ಯಾಸಾಟ್ನಿ ಅಪ್ನಾಕುಚ್ ಒಪ್ಸುನ್ ದಿಲ್ಯಾನ್.