Galatians 1:7 — Compare Translations

7 translations compared side by side

Odia - 1840
"ପ୍ରକୃତ ରେ ଆଉ ଅନ୍ୟ କୌଣସି ସୁସମାଚାର ନାହିଁ। କିନ୍ତୁ କେତକେ ଲୋକ ତୁମ୍ଭମାନଙ୍କୁ ବିଭ୍ରାନ୍ତ କରାଇ ଖ୍ରୀଷ୍ଟଙ୍କ ସୁସମାଚାରକୁ ପରିବର୍ତ୍ତନ କରିବା ପାଇଁ ଚେଷ୍ଟା କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ଅନ୍ୟ ସୁସମାଚାର ସୁଦ୍ଧା ନୁହେଁ, କେବଳ କେତେକ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି ଓ ଖ୍ରୀଷ୍ଟଙ୍କ ସୁସମାଚାରକୁ ବିକୃତ କରିବାକୁ ଇଚ୍ଛା କରୁଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରକୃତରେ ‘ଅନ୍ୟ କୌଣସି ସୁସମାଚାର’ ନାହିଁ। କିନ୍ତୁ ମୁଁ ଏପରି କହୁଛି, କାରଣ କେତେକ ଖ୍ରୀଷ୍ଟଙ୍କ ସୁସମାଚାରକୁ ଅନ୍ୟ ରୂପ ଦେଇ, ତୁମ୍ଭମାନଙ୍କୁ ବିଚଳିତ କରିବାକୁ ଚେଷ୍ଟା କରୁଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରକୃତରେ ଆଉ ଅନ୍ୟ କୌଣସି ସୁସମାଗ୍ଭର ନାହିଁ। କିନ୍ତୁ କେତେକ ଲୋକ ତୁମ୍ଭମାନଙ୍କୁ ବିଭ୍ରାନ୍ତ କରାଇ ଖ୍ରୀଷ୍ଟଙ୍କ ସୁସମାଗ୍ଭରକୁ ପରିବର୍ତ୍ତନ କରିବା ପାଇଁ ଚେଷ୍ଟା କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ଅନ୍ୟ ସୁସମାଚାର ସୁଦ୍ଧା ନୁହେଁ, କେବଳ କେତେକ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି ଓ ଖ୍ରୀଷ୍ଟଙ୍କ ସୁସମାଚାରକୁ ବିକୃତ କରିବାକୁ ଇଚ୍ଛା କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତାହା ଅନ୍ୟ ସୁସମାଚାର ସୁଦ୍ଧା ନୁହେଁ, କେବଳ କେତେକ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି ଓ ଖ୍ରୀଷ୍ଟଙ୍କ ସୁସମାଚାରକୁ ବିକୃତ କରିବାକୁ ଇଚ୍ଛା କରୁଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಮಟ್ಲ್ಯಾರ್ ದುಸ್ರಿ ಬರಿ ಖಬರ್ ನಾ, ಖರೆ ಉಲ್ಲಿ ಲೊಕಾ ತುಮ್ಕಾ ಗೊಂದಳಾತ್ ಘಾಲುಕ್ ಲಾಗ್ಲಾತ್ ಅನಿ ಕ್ರಿಸ್ತಾಚಿ ಬರಿ ಖಬರ್ ಬದ್ಲುಕ್ ಕಟ್ಪಟ್ ಕರುಕ್ ಲಾಗ್ಲಾತ್.