Galatians 1:8 — Compare Translations
7 translations compared side by side
Odia - 1840
"କିନ୍ତୁ ଆମ୍ଭେ ବା ଅନ୍ୟ କୌଣସି ସ୍ବର୍ଗଦୂତ ଯଦି ଆମ୍ଭଦ୍ବାରା ପ୍ରଚାରିତ ସୁସମାଚାରଠାରୁ ଭିନ୍ନ ଅନ୍ୟ କୌଣସି ସୁସମାଚାର ପ୍ରଚାର କରେ, ତା' ହେଲେ ସମାନେେ ଦଣ୍ଡ ଓ ନିନ୍ଦାର ପାତ୍ର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯେଉଁ ସୁସମାଚାର ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ, ଯଦି ଆମ୍ଭେମାନେ କିମ୍ଵା ସ୍ଵର୍ଗଦୂତ ହେଲେ ମଧ୍ୟ କେହି ତଦ୍ଭିନ୍ନ ଅନ୍ୟ ସୁସମାଚାର ପ୍ରଚାର କରେ, ତେବେ ସେ ଶାପଗ୍ରସ୍ତ ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଆମେ ତୁମ୍ଭମାନଙ୍କ ନିକଟରେ ଯେଉଁ ସୁସମାଚାର ପ୍ରଚାର କରିଥିଲୁ, ଯଦି ତାହାଠାରୁ ଭିନ୍ନ ଏକ ସୁସମାଚାର ଆମେ ନିଜେ କିମ୍ବା ସ୍ୱର୍ଗଦୂତ ପ୍ରଚାର କରେ, ତେବେ ସେ ନରକରେ ବିକ୍ଷିପ୍ତ ହୋଇ ଶାନ୍ତି ଭୋଗ କରୁ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଆମ୍ଭେ ବା ଅନ୍ୟ କୌଣସି ସ୍ୱର୍ଗଦୂତ ଯଦି ଆମ୍ଭଦ୍ୱାରା ପ୍ରଗ୍ଭରିତ ସୁସମାଗ୍ଭରଠାରୁ ଭିନ୍ନ ଅନ୍ୟ କୌଣସି ସୁସମାଗ୍ଭର ପ୍ରଗ୍ଭର କରେ, ତା’ହେଲେ ସେମାନେ ଦଣ୍ଡ ଓ ନିନ୍ଦାର ପାତ୍ର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯେଉଁ ସୁସମାଚାର ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ, ଯଦି ଆମ୍ଭେମାନେ କିମ୍ବା ସ୍ୱର୍ଗରୁ ଦୂତ ହେଲେ ମଧ୍ୟ ତା ବ୍ୟତୀତ ଅନ୍ୟ ସୁସମାଚାର ପ୍ରଚାର କରେ, ତେବେ ସେ ଶ୍ରାପଗ୍ରସ୍ତ ହେଉ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯେଉଁ ସୁସମାଚାର ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ, ଯଦି ଆମ୍ଭେମାନେ କିମ୍ବା ସ୍ୱର୍ଗରୁ ଦୂତ ହେଲେ ମଧ୍ୟ ତା ବ୍ୟତୀତ ଅନ୍ୟ ସୁସମାଚାର ପ୍ରଚାର କରେ, ତେବେ ସେ ଶ୍ରାପଗ୍ରସ୍ତ ହେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಅಮಿಚ್ ಹೊಂವ್ದಿತ್, ನಾಹೊಲ್ಯಾರ್ ಸರ್ಗಾ ವೈನಾ ಯೆಲ್ಲ್ಯಾ ದೆವ್ ದುತಾನ್ ಹೊಂವ್ದಿತ್, ಅಮಿ ತುಮ್ಕಾ ಸಾಂಗಲ್ಲಿ ಬರಿ ಖಬರ್ ಸೊಡುನ್, ಕೊನ್ಬಿ ದುಸ್ರಿ ಎಕ್ ಖಬರ್ ಸಾಂಗ್ತಾತ್ ಹೊಲ್ಯಾರ್ ತೆಚ್ಯಾ ವೈರ್ ಸರಾಪ್ ಪಡುಂದಿತ್.