Galatians 1:9 — Compare Translations
7 translations compared side by side
Odia - 1840
"ଏହା ମୁଁ ଆଗରୁ କହିଥିଲି, ଏବେ ପୁନର୍ବାର କହୁଛି, ତୁମ୍ଭମାନେେ ପୂର୍ବରୁ ପ୍ରକୃତ ସୁସମାଚାର ଗ୍ରହଣ କରି ସାରିଛ। ଯଦି ପରିତ୍ରାଣ ପାଇଁ କହେି ବ୍ଯକ୍ତି କିଛି ଅନ୍ୟ ଉପାୟ ବିଷୟ ରେ କ ହେ ତା' ହେଲେ ସେ ଦଣ୍ଡ ଓ ନିନ୍ଦାର ପାତ୍ର ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଆମ୍ଭେମାନେ ପୂର୍ବରେ କହିଅଛୁ, ସେହିପରି ମୁଁ ଏବେ ଆଉ ଥରେ କହୁଅଛି, ଯେଉଁ ସୁସମାଚାର ତୁମ୍ଭେମାନେ ଗ୍ରହଣ କରିଥିଲ, ତଦ୍ଭିନ୍ନ ଯଦି କୌଣସି ଲୋକ ଅନ୍ୟ ସୁସମାଚାର ତୁମ୍ଭମାନଙ୍କ ନିକଟରେ ପ୍ରଚାର କରେ, ତେବେ ସେ ଶାପଗ୍ରସ୍ତ ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ ପୂବେ ଏହା କହିଥିଲୁ ଏବଂ ବର୍ତ୍ତମାନ ମୁଁ ପୁଣି ଥରେ କହୁଛି, ତୁମ୍ଭେମାନେ ଯେଉଁ ସୁସମାଚାର ଗ୍ରହଣ କରିଛ, ତାହାଠାରୁ ଭିନ୍ନ କୌଣସି ସୁସମାଚାର ଯଦି କେହି ପ୍ରଚାର କରେ, ତେବେ ସେ ନରକରେ ଶାସ୍ତି ଭୋଗ କରୁ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ମୁଁ ଆଗରୁ କହିଥିଲି, ଏବେ ପୁନର୍ବାର କହୁଛି, ତୁମ୍ଭେମାନେ ପୂର୍ବରୁ ପ୍ରକୃତ ସୁସମାଗ୍ଭର ଗ୍ରହଣ କରି ସାରିଛ। ଯଦି ପରିତ୍ରାଣ ପାଇଁ କେହି ବ୍ୟକ୍ତି କିଛି ଅନ୍ୟ ଉପାୟ ବିଷୟରେ କହେ ତା’ହେଲେ ସେ ଦଣ୍ଡ ଓ ନିନ୍ଦାର ପାତ୍ର ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ଆମ୍ଭେମାନେ ପୂର୍ବରେ କହିଅଛୁ, ସେହିପରି ମୁଁ ଏବେ ଆଉ ଥରେ କହୁଅଛି, ଯେଉଁ ସୁସମାଚାର ତୁମ୍ଭେମାନେ ଗ୍ରହଣ କରିଥିଲ, ତା ବ୍ୟତୀତ ଯଦି କୌଣସି ଲୋକ ଅନ୍ୟ ସୁସମାଚାର ତୁମ୍ଭମାନଙ୍କ ନିକଟରେ ପ୍ରଚାର କରେ, ତେବେ ସେ ଶ୍ରାପଗ୍ରସ୍ତ ହେଉ।
Odia IRV 2017 (ଓଡିଆ ବାଇବେଲ)
ଯେପରି ଆମ୍ଭେମାନେ ପୂର୍ବରେ କହିଅଛୁ, ସେହିପରି ମୁଁ ଏବେ ଆଉ ଥରେ କହୁଅଛି, ଯେଉଁ ସୁସମାଚାର ତୁମ୍ଭେମାନେ ଗ୍ରହଣ କରିଥିଲ, ତା ବ୍ୟତୀତ ଯଦି କୌଣସି ଲୋକ ଅନ୍ୟ ସୁସମାଚାର ତୁମ୍ଭମାନଙ୍କ ନିକଟରେ ପ୍ରଚାର କରେ, ତେବେ ସେ ଶ୍ରାପଗ୍ରସ୍ତ ହେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅತ್ತಾ ಸಾಂಗಲ್ಲ್ಯಾ ಸಾರ್ಕೆ ಅನಿಪರ್ತುನ್ ಮಿಯಾ ತುಮ್ಕಾ ಸಾಂಗ್ತಾ: ತುಮಿ ಮಾನುನ್ ಘೆಟಲ್ಲಿ ಬರಿ ಖಬರ್ ಸೊಡುನ್, ಕೊನ್ಬಿ ಅನಿಎಕ್ ದುಸ್ರಿ ಖಬರ್ ಸಾಂಗ್ತಾ ಹೊಲ್ಯಾರ್, ತೆಂಚ್ಯಾ ವರ್ತಿ ಸರಾಪ್ ಪಡುಂದಿತ್.