Galatians 2:1 — Compare Translations

7 translations compared side by side

Odia - 1840
"ମୁଁ ଚଉଦ ବର୍ଷ ପଲର ପୁଣି ଥଲର ୟିରୁଶାଲମକୁ ଗଲି। ବର୍ଣ୍ଣବବା ଓ ତିତସଙ୍କୁ ମଧ୍ଯ ସାଙ୍ଗସରସନଇ ଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ପରେ ଚଉଦ ବର୍ଷ ଗତ ହୁଅନ୍ତେ, ମୁଁ ବର୍ଣ୍ଣବ୍ବାଙ୍କ ସହିତ ପୁନଶ୍ଚ ଯିରୂଶାଲମକୁ ଗଲି, ତୀତସଙ୍କୁ ମଧ୍ୟ ସାଙ୍ଗରେ ଘେନିଯାଇଥିଲି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଚଉଦ ବର୍ଷ ପରେ ବର୍ଣ୍ଣବାଙ୍କ ସହିତ ମୁଁ ଯିରୂଶାଲମକୁ ଫେରିଲି; ମୋ’ ସଙ୍ଗରେ ତିତସଙ୍କୁ ମଧ୍ୟ ନେଇ ଯାଇଥିଲି।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟ ପ୍ରେରିତମାନେ ପାଉଲଙ୍କୁ ଗ୍ରହଣ କଲେ ମୁଁ ଚଉଦ ବର୍ଷ ପରେ ପୁଣି ଥରେ ଯିରୁଶାଲମକୁ ଗଲି। ବର୍ଣ୍ଣ‌ବ୍‌‌‌‌ବା ଓ ତୀତସଙ୍କୁ ମଧ୍ୟ ସାଙ୍ଗରେ ନେଇ ଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ପରେ ଚଉଦ ବର୍ଷ ଗତ ହୁଅନ୍ତେ, ମୁଁ ବର୍ଣ୍ଣବ୍ବାଙ୍କ ସହିତ ପୁନଶ୍ଚ ଯିରୂଶାଲମ ସହରକୁ ଗଲି, ତୀତସଙ୍କୁ ମଧ୍ୟ ସାଙ୍ଗରେ ଘେନିଯାଇଥିଲି।
Odia IRV 2017 (ଓଡିଆ ବାଇବେଲ)
ତାହା ପରେ ଚଉଦବର୍ଷ ଗତ ହୁଅନ୍ତେ, ମୁଁ ବର୍ଣ୍ଣବ୍ବାଙ୍କ ସହିତ ପୁନଶ୍ଚ ଯିରୂଶାଲମକୁ ଗଲି, ତୀତସଙ୍କୁ ମଧ୍ୟ ସାଙ୍ଗରେ ଘେନିଯାଇଥିଲି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಚೆವ್ದಾ ವರ್ಸಾಂಚ್ಯಾ ಮಾನಾ ಬಾರ್ನಾಬಾಸಾಚ್ಯಾ ವಾಂಗ್ಡಾ ಮಿಯಾ ಜೆರುಜಲೆಮಾಕ್ ಗೆಲೊ; ತಿತಾಕ್ಬಿ ಮಿಯಾ ಮಾಜ್ಯಾ ವಾಂಗ್ಡಾ ಘೆವ್ನ್ ಗೆಲೊ.