Galatians 2:11 — Compare Translations

7 translations compared side by side

Odia - 1840
"ପିତର ଆନ୍ତିୟଖିଆ ନଗରକୁ ଆସିଲଲ।ସସସସଠାଲର କିଛି ଭୂଲ୍ କାମ କଲଲ। ମୁଁ ତାଙ୍କ ବିସରାଧସର ସିଧାସଳଖ କହିଲି, କାରଣସସସଦାଷୀ ଥିଲଲ। ଘଟଣାଟି ଏହା:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯେତେବେଳେ କେଫା ଆନ୍ତିୟଖିଆକୁ ଆସିଥିଲେ, ସେତେବେଳେ ମୁଁ ମୁଖ ଉପରେ ତାଙ୍କୁ ଅନୁଯୋଗ କଲି, କାରଣ ସେ ଦୋଷୀ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିତର ଆଣ୍ଟିୟୋଖକୁ ଆସିଥିବାବେଳେ ମୁଁ ସର୍ବସାଧାରଣରେ ତାଙ୍କର ପ୍ରତିରୋଧ କରିଥିଲି, କାରଣ ସେ ନିଶ୍ଚିତଭାବେ ଭୁଲ୍ କାର୍ଯ୍ୟ କରୁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ ପିତରଙ୍କ ଭୂଲ୍ ଦେଖାଇ ଦେଲେ ପିତର ଆନ୍ତିୟଖିଆ ନଗରକୁ ଆସିଲେ। ସେ ସେଠାରେ କିଛି ଭୂଲ୍ କାମ କଲେ। ମୁଁ ତାଙ୍କ ବିରୁଦ୍ଧରେ ସିଧାସଳଖ କହିଲି, କାରଣ ସେ ଦୋଷୀ ଥିଲେ। ଘଟଣାଟି ଏହା:
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବଂ ଯେତେବେଳେ କୈଫା ଆନ୍ତିୟଖିଆକୁ ଆସିଥିଲେ, ସେତେବେଳେ ମୁଁ ମୁଖ ଉପରେ ତାହାଙ୍କୁ ଅନୁଯୋଗ କଲି, କାରଣ ସେ ଦୋଷୀ ଥିଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯେତେବେଳେ କୈଫା ଆନ୍ତିୟଖିଆକୁ ଆସିଥିଲେ, ସେତେବେଳେ ମୁଁ ମୁଖ ଉପରେ ତାଙ୍କୁ ଅନୁଯୋଗ କଲି, କାରଣ ସେ ଦୋଷୀ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಪೆದ್ರು ಅಂತಿಯೊಕಾತ್ ಯೆಲ್ಲ್ಯಾ ತನ್ನಾ, ಮಿಯಾ ತೆಚ್ಯಾ ಇದ್ರಾಕುಚ್ ವಿರೊಧ್ ರ್‍ಹಾಲೊ. ಕಶ್ಯಾಕ್ ಮಟ್ಲ್ಯಾರ್ ತೊ ಸಮಾ ನ್ಹಯ್ ಹೊತ್ತೆ ಕರುಕ್ ಲಾಗಲ್ಲೊ.