Galatians 2:12 — Compare Translations

7 translations compared side by side

Odia - 1840
"ସଯଲତଲବଲଳ ପିତର ପ୍ରଥମ ଆନ୍ତିୟଖିଆକୁ ଆସିଥିଲଲ,ସସ ଅଣଯିହୂଦୀଙ୍କ ସହିତ ଖିଆପିଆ କରୁଥିଲଲ ଓ ସଂମ୍ପର୍କ ରଖିଥିଲଲ। ମାତ୍ରସଯଲତଲବଲଳ ଯାକୁବଙ୍କ ନିକଟରୁସକଲତକ ଯିହୂଦୀଲଲାକ ଆସିଲଲ,ସସମାଲନ ଆସିଲା ପଲର ପିତର ଅଣଯିହୂଦୀଲଲାକଙ୍କ ସହିତ ଖିଆପିଆ ବନ୍ଦ କରିସଦଲଲ, ଓସସମାନଙ୍କଠାରୁ ଦୂରସର ରହିଲଲ। ସୁନ୍ନତସହବା କଥାସର ବିଶ୍ବାସ କରୁଥିବାସଲାକମାନଙ୍କ ଭୟସର ପିତର ଏପରି ଆଚରଣ କଲଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ଯାକୁବଙ୍କଠାରୁ କେତେକ ଜଣ ଆସିବା ପୂର୍ବେ ସେ ବିଜାତୀୟ ବିଶ୍ଵାସୀମାନଙ୍କ ସହିତ ଭୋଜନ କରୁଥିଲେ, କିନ୍ତୁ ଯେତେବେଳେ ସେମାନେ ଆସିଲେ, ସେତେବେଳେ ସେ ସୁନ୍ନତି ବିଶ୍ଵାସୀମାନଙ୍କ ଭୟରେ ସେମାନଙ୍କର ସଙ୍ଗ ପରିତ୍ୟାଗ କରି ଆପଣାକୁ ପୃଥକ ରଖିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯାକୁବଙ୍କ ଦ୍ୱାରା ପ୍ରେରିତ କେତେକ ବ୍ୟକ୍ତି ସେଠାକୁ ଆସିବା ପୂର୍ବରୁ, ପିତର ଅଣଇହୁଦୀ ଭାଇମାନଙ୍କ ସହିତ ଭୋଜନ କରୁଥିଲେ। ମାତ୍ର ସେହି ଲୋକମାନେ ଆସିବା ପରେ, ସେ ଏଥିରୁ ବିରତ ହେଲେ। ସେମାନଙ୍କ ସଙ୍ଗରେ ସେ ଆଉ ଭୋଜନ କଲେ ନାହିଁ, କାରଣ ଅଣଇହୁଦୀମାନେ ସୁନ୍ନତ ହେବା ଆବଶ୍ୟକ ବୋଲି ଯେଉଁମାନେ କହୁଥିଲେ, ସେ ସେମାନଙ୍କୁ ଭୟ କରୁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ପିତର ପ୍ରଥମ ଆନ୍ତିୟଖିଆକୁ ଆସିଥିଲେ, ସେ ଅଣଯିହୂଦୀଙ୍କ ସହିତ ଖିଆପିଆ କରୁଥିଲେ ଓ ସଂମ୍ପର୍କ ରଖିଥିଲେ। ମାତ୍ର ଯେତେବେଳେ ଯାକୁବଙ୍କ ନିକଟରୁ କେତେକ ଯିହୂଦୀଲୋକ ଆସିଲେ, ସେମାନେ ଆସିଲା ପରେ ପିତର ଅଣଯିହୂଦୀଲୋକଙ୍କ ସହିତ ଖିଆପିଆ ବନ୍ଦ କରିଦେଲେ, ଓ ସେମାନଙ୍କଠାରୁ ଦୂରରେ ରହିଲେ। ସୁନ୍ନତ ହେବା କଥାରେ ବିଶ୍ୱାସ କରୁଥିବା ଲୋକମାନଙ୍କ ଭୟରେ ପିତର ଏପରି ଆଚରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ଯାକୁବଙ୍କଠାରୁ କେତେକ ଜଣ ଆସିବା ପୂର୍ବେ ସେ ଅଣଯିହୁଦୀ ବିଶ୍ୱାସୀମାନଙ୍କ ସହିତ ଭୋଜନ କରୁଥିଲେ, କିନ୍ତୁ ଯେତେବେଳେ ସେମାନେ ଆସିଲେ, ସେତେବେଳେ ସେ ସୁନ୍ନତି ବିଶ୍ୱାସୀମାନଙ୍କ ଭୟରେ ସେମାନଙ୍କର ସଙ୍ଗ ପରିତ୍ୟାଗ କରି ଆପଣାକୁ ପୃଥକ୍ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ଯାକୁବଙ୍କଠାରୁ କେତେକ ଜଣ ଆସିବା ପୂର୍ବେ ସେ ଅଣଯିହୂଦୀ ବିଶ୍ୱାସୀମାନଙ୍କ ସହିତ ଭୋଜନ କରୁଥିଲେ, କିନ୍ତୁ ଯେତେବେଳେ ସେମାନେ ଆସିଲେ, ସେତେବେଳେ ସେ ସୁନ୍ନତି ବିଶ୍ୱାସୀମାନଙ୍କ ଭୟରେ ସେମାନଙ୍କର ସଙ୍ଗ ପରିତ୍ୟାଗ କରି ଆପଣାକୁ ପୃଥକ୍ ରଖିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜಾಕೊಬಾನ್ ಧಾಡುನ್ ದಿಲ್ಲಿ ಉಲ್ಲಿ ಲೊಕಾ ಥೈ ಯೆವ್ನ್ ಪಾವುಚ್ಯಾ ಅದ್ದಿ ಪೆದ್ರು ಜುದೆವ್ ನ್ಹಯ್ ಹೊತ್ತ್ಯಾ ಲೊಕಾಂಚ್ಯಾ ವಾಂಗ್ಡಾ ಬಸುನ್ ಜೆವಾನ್ ಕರುಕ್ ಲಾಗಲ್ಲೊ, ಖರೆ ತೆನಿ ಯೆಲ್ಲ್ಯಾ ತನ್ನಾ ಸುನ್ನತ್ ಕರುಕ್ ಪಾಜೆ ಮನುನ್ ಜಬರ್ದಸ್ತಿ ಕರ್‍ತಲ್ಯಾಂಚ್ಯಾ ಭಿಂಯಾನ್, ಜುದೆವ್ ನ್ಹಯ್ ಹೊತ್ತ್ಯಾ ಲೊಕಾನಿಕ್ನಾ ತೊ ಧುರ್ ರ್‍ಹಾಲೊ ಅನಿ ಎಗ್ಳೊ ರ್‍ಹಾಲೊ.