Galatians 2:13 — Compare Translations
7 translations compared side by side
Odia - 1840
"ଅତଏବ ପିତର ଜଲଣ କପଟାଚାରୀ ଭାବଲର ଛଳନା ପୂର୍ବକ ଆଚରଣ କଲଲ। ପିତରଙ୍କ ସହିତ ଅନ୍ୟ ଯିହୂଦୀ ବିଶ୍ବାସୀମାଲନ ମଧ୍ଯ ୟୋଗସଦଲଲ।ସସଠାଲରସସମାଲନ ମଧ୍ଯ କପଟାଚାରୀ ଭାବଲର ଛଳନା ପୂର୍ବକ ଆଚରଣ କଲଲ।ସସଠାଲରସସମାଲନ ୟହା କଲଲ, ତଦ୍ଦ୍ବାରା ବର୍ଣ୍ଣବବା ମଧ୍ଯ ପ୍ରଭାବିତସହାଇଗଲଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଅବଶିଷ୍ଟ ଯିହୁଦୀ ବିଶ୍ଵାସୀମାନେ ମଧ୍ୟ ତାଙ୍କ ସହିତ ସେହି ପ୍ରକାରେ କପଟ ବ୍ୟବହାର କଲେ, ଏପରିକି ବର୍ଣ୍ଣବ୍ବା ସୁଦ୍ଧା ସେମାନଙ୍କ କପଟରେ ପଡ଼ିଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅନ୍ୟ ଇହୁଦୀ ଭାଇମାନେ ପିତରଙ୍କ ସଙ୍ଗେ ଯୋଗ ଦେଇ କାପୁରୁଷ ପରି ଆଚରଣ କରିଥିଲେ, ଏପରି କି ବର୍ଣ୍ଣବା ମଧ୍ୟ ସେମାନଙ୍କ କପଟତାରେ ପଡ଼ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ପିତର ଜଣେ କପଟାଗ୍ଭରୀ ଭାବରେ ଛଳନା ପୂର୍ବକ ଆଚରଣ କଲେ। ପିତରଙ୍କ ସହିତ ଅନ୍ୟ ଯିହୂଦୀ ବିଶ୍ୱାସୀମାନେ ମଧ୍ୟ ଯୋଗଦେଲେ। ସେଠାରେ ସେମାନେ ମଧ୍ୟ କପଟାଗ୍ଭରୀ ଭାବରେ ଛଳନା ପୂର୍ବକ ଆଚରଣ କଲେ। ସେଠାରେ ସେମାନେ ଯାହା କଲେ, ତଦ୍ଦ୍ୱାରା ବର୍ଣ୍ଣବ୍ବା ମଧ୍ୟ ପ୍ରଭାବିତ ହୋଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଅବଶିଷ୍ଟ ଯିହୁଦୀ ବିଶ୍ୱାସୀମାନେ ମଧ୍ୟ ତାହାଙ୍କ ସହିତ ସେହି ପ୍ରକାରେ କପଟ ବ୍ୟବହାର କଲେ, ଏପରିକି ବର୍ଣ୍ଣବ୍ବା ସୁଦ୍ଧା ସେମାନଙ୍କ କପଟରେ ପଡ଼ିଗଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଅବଶିଷ୍ଟ ଯିହୂଦୀ ବିଶ୍ୱାସୀମାନେ ମଧ୍ୟ ତାଙ୍କ ସହିତ ସେହି ପ୍ରକାରେ କପଟ ବ୍ୟବହାର କଲେ, ଏପରିକି ବର୍ଣ୍ଣବ୍ବା ସୁଦ୍ଧା ସେମାନଙ୍କ କପଟରେ ପଡ଼ିଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹುರಲ್ಲ್ಯಾ ಜುದೆವಾನಿಬಿ ಪೆದ್ರುನ್ ಕರಲ್ಲ್ಯಾ ಸಾರ್ಕೆಚ್ ಕರ್ಲ್ಯಾನಿ, ಬಾರ್ನಾಬಾಸ್ ಸೈತ್ ತೆಂಚ್ಯಾ ಕರ್ನ್ಯಾಕ್ ಮಳ್ಳ್ ಹೊಲೊ.