Galatians 2:14 — Compare Translations
7 translations compared side by side
Odia - 1840
"ଏହି ଯିହୂଦୀମାଲନ ଯାହାୟାହା କଲଲ, ମୁଁସଦଖିଲି।ସସମାଲନ ସୁସମାଚାର ସତ୍ଯର ପାଳନ କରୁ ନ ଥିଲଲ।ସତଣୁ ସମସ୍ତ ଅନ୍ୟ ଯିହୂଦୀମାଲନ ଶୁଣି ପାରିବା ଭଳି ମୁଁ ପିତରଙ୍କୁ କହିଲି: ପିତର! ତୁମ୍ଲଭ ଜଲଣ ଯିହୂଦୀ! କିନ୍ତୁ ତୁମ୍ଲଭ ଜଲଣ ଯିହୂଦୀଙ୍କ ଭଳି ଜୀବନ ଯାପନ କରୁ ନାହଁ। ତୁମ୍ଲଭ ଅଣଯିହୂଦୀଙ୍କ ଭଳି ଜୀବନଯାପନ କରୁଛ। ଅତଏବ, ତୁମ୍ଲଭ ଅଣଯିହୂଦୀମାନଙ୍କୁ, ଯିହୂଦୀଲଲାକଙ୍କ ଭଳି ଜୀବନଯାପନ କରିବା ପାଇଁ କିପରି ବାଧ୍ଯ କରୁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯେତେବେଳେ ମୁଁ ଦେଖିଲି ଯେ, ସେମାନେ ସୁସମାଚାରର ସତ୍ୟ ଅନୁଯାୟୀ ସରଳ ଭାବରେ ଆଚରଣ କରୁ ନାହାନ୍ତି, ସେତେବେଳେ ମୁଁ ସମସ୍ତଙ୍କ ସାକ୍ଷାତରେ କେଫାଙ୍କୁ କହିଲି, ତୁମ୍ଭେ ଯିହୁଦୀ ହୋଇ ଯଦି ଯିହୁଦୀମାନଙ୍କ ପରି ବ୍ୟବହାର ନ କରି ବିଜାତିମାନଙ୍କ ପରି ବ୍ୟବହାର କର, ତେବେ ତୁମ୍ଭେ କିପରି ବିଜାତିମାନଙ୍କୁ ଯିହୁଦୀମାନଙ୍କ ପରି ବ୍ୟବହାର କରିବା ନିମନ୍ତେ ବାଧ୍ୟ କରୁଅଛ?
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଯେତେବେଳେ ଦେଖିଲି ଯେ, ସୁସମାଚାରର ସତ୍ୟ ଅନୁଯାୟୀ ସେମାନେ ସରଳ ଆଚରଣ କରୁ ନାହାନ୍ତି, ମୁଁ ସେମାନଙ୍କ ସମ୍ମୁଖରେ ପିତରଙ୍କୁ କହିଥିଲି, “ଯଦି ତୁମେ ଇହୁଦୀ ହୋଇ ଅଣଇହୁଦୀମାନଙ୍କ ପରି ଜୀବନ ଯାପନ କରୁଛ, ତେବେ ଇହୁଦୀମାନଙ୍କ ପରି ଜୀବନ ଯାପନ କରିବାକୁ ତୁମେ ଅଣଇହୁଦୀମାନଙ୍କୁ କିପରି ବାଧ୍ୟ କରିପାରିବ?”
Odia Bible ERV 2004 (ପବିତ୍ର ବାଇବଲ)
ଏହି ଯିହୂଦୀମାନେ ଯାହା ଯାହା କଲେ, ମୁଁ ଦେଖିଲି। ସେମାନେ ସୁସମାଗ୍ଭର ସତ୍ୟର ପାଳନ କରୁ ନ ଥିଲେ। ତେଣୁ ସମସ୍ତ ଅନ୍ୟ ଯିହୂଦୀମାନେ ଶୁଣି ପାରିବା ଭଳି ମୁଁ ପିତରଙ୍କୁ କହିଲି: “ପିତର! ତୁମ୍ଭେ ଜଣେ ଯିହୂଦୀ! କିନ୍ତୁ ତୁମ୍ଭେ ଜଣେ ଯିହୂଦୀଙ୍କ ଭଳି ଜୀବନଯାପନ କରୁ ନାହଁ। ତୁମ୍ଭେ ଅଣଯିହୂଦୀଙ୍କ ଭଳି ଜୀବନଯାପନ କରୁଛ। ଅତଏବ, ତୁମ୍ଭେ ଅଣଯିହୂଦୀମାନଙ୍କୁ, ଯିହୂଦୀଲୋକଙ୍କ ଭଳି ଜୀବନଯାପନ କରିବା ପାଇଁ କିପରି ବାଧ୍ୟ କରୁଛ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯେତେବେଳେ ମୁଁ ଦେଖିଲି ଯେ, ସେମାନେ ସୁସମାଚାରର ସତ୍ୟ ଅନୁଯାୟୀ ସରଳ ଭାବରେ ଆଚରଣ କରୁ ନାହାନ୍ତି, ସେତେବେଳେ ମୁଁ ସମସ୍ତଙ୍କ ସାକ୍ଷାତରେ କୈଫାଙ୍କୁ କହିଲି, ତୁମ୍ଭେ ଯିହୁଦୀ ହୋଇ ଯଦି ଯିହୁଦୀମାନଙ୍କ ପରି ବ୍ୟବହାର ନ କରି ଅଣଯିହୁଦୀମାନଙ୍କ ପରି ବ୍ୟବହାର କର, ତେବେ ତୁମ୍ଭେ କିପରି ଅଣଯିହୁଦୀମାନଙ୍କୁ ଯିହୁଦୀମାନଙ୍କ ପରି ବ୍ୟବହାର କରିବା ନିମନ୍ତେ ବାଧ୍ୟ କରୁଅଛ?
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯେତେବେଳେ ମୁଁ ଦେଖିଲି ଯେ, ସେମାନେ ସୁସମାଚାରର ସତ୍ୟ ଅନୁଯାୟୀ ସରଳ ଭାବରେ ଆଚରଣ କରୁ ନାହାଁନ୍ତି, ସେତେବେଳେ ମୁଁ ସମସ୍ତଙ୍କ ସାକ୍ଷାତରେ କୈଫାଙ୍କୁ କହିଲି, ତୁମ୍ଭେ ଯିହୂଦୀ ହୋଇ ଯଦି ଯିହୂଦୀମାନଙ୍କ ପରି ବ୍ୟବହାର ନ କରି ଅଣଯିହୂଦୀମାନଙ୍କ ପରି ବ୍ୟବହାର କର, ତେବେ ତୁମ୍ଭେ କିପରି ଅଣଯିହୂଦୀମାନଙ୍କୁ ଯିହୂଦୀମାନଙ୍କ ପରି ବ୍ୟବହାର କରିବା ନିମନ୍ତେ ବାଧ୍ୟ କରୁଅଛ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಬರ್ಯಾ ಖಬ್ರಿಚ್ಯಾ ಖರ್ಯಾಚ್ಯಾ ಪರ್ಕಾರ್ ತೆನಿ ನಿಟ್ಟ್ ಚಲಿನಾ ಹೊಲ್ಯಾತ್ ಮನುನ್ ಮಾಕಾ ದಿಸಲ್ಲ್ಯಾ ತನ್ನಾ ಸಗ್ಳ್ಯಾಂಚ್ಯಾ ಇದ್ರಾಕ್ ಪೆದ್ರುಕ್ ಮಿಯಾ; “ತಿಯಾ ಜಲ್ಮಾನ್ ಜುದೆವ್ ಹೊವ್ನ್, ಜುದೆವಾಂಚ್ಯಾ ಸಾರ್ಕೆ ಚಲಿನೆ, ಜುದೆವ್ ನ್ಹಯ್ ಅಸಲ್ಲ್ಯಾಂಚ್ಯಾ ಸಾರ್ಕೆ ಚಲ್ತೆ. ತಸೆ ಹೊಲ್ಯಾರ್ ತಿಯಾ ಜುದೆವ್ ನ್ಹಯ್ ಹೊತ್ತ್ಯಾಕ್ನಿ ಜುದೆವಾಂಚ್ಯಾ ಸಾರ್ಕೆ ಚಲುಕ್ ಜಬರ್ದಸ್ತಿ ಕಶ್ಯಾಕ್ ಕರ್ತೆ?”