Galatians 2:15 — Compare Translations
7 translations compared side by side
Odia - 1840
"ଆମ୍ଲଭମାଲନ ଯିହୂଦୀ ରୂଲପ ଜନ୍ମସହାଇଛୁ, ଏବଂ ଆମ୍ଲଭମାଲନ ପାପୀ ଅଣଯିହୂଦୀମାନଙ୍କ ପରିସନାହୁଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ଜନ୍ମରେ ଯିହୁଦୀ, ବିଜାତୀୟ ପାପୀ ନୋହୁ,
Odia BSI (ପବିତ୍ର ବାଇବଲ (CL) NT (BSI))
ବାସ୍ତବିକ୍ ଆମେ ଜନ୍ମରୁ ଇହୁଦୀ; ତଥାକଥିତ “ପାପୀ ଅଣଇହୁଦୀ” ନୋହୁଁ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ଯିହୂଦୀ ରୂପେ ଜନ୍ମ ହୋଇଛୁ, ଏବଂ ଆମ୍ଭେମାନେ ପାପୀ ଅଣଯିହୂଦୀମାନଙ୍କ ପରି ନୋହୁଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ଜନ୍ମରେ ଯିହୁଦୀ, ଅଣଯିହୁଦୀ ପାପୀ ନୋହୁଁ,
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ଜନ୍ମରେ ଯିହୂଦୀ, ଅଣଯିହୂଦୀ ପାପୀ ନୋହୁଁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜಲ್ಮಾನಿ ಅಮಿ ಜುದೆವ್, ಅನಿ ತೆನಿ ಸಾಂಗ್ತಲ್ಯಾ ಸಾರ್ಕೆ ಜುದೆವ್ ನ್ಹಯ್ ಹೊತ್ತೆ ಪಾಪಿ ನ್ಹಯ್.