Galatians 2:16 — Compare Translations

7 translations compared side by side

Odia - 1840
"ଆମ୍ଲଭ ଜାଣୁସଯ ନିୟମପାଳନ ଦ୍ବାରାସକହି ପରଲମଶ୍ବରଙ୍କ ନିକଟଲର ଧାର୍ମିକ ହୁଏ ନାହିଁ। ମାତ୍ର ଯୀଶୁଖ୍ରୀଷ୍ଟଙ୍କଠାସର ବିଶ୍ବାସ କରିବା ଦ୍ବାରା ଜଲଣ ପରଲମଶ୍ବରଙ୍କ ନିକଟଲର ଧାର୍ମିକ ହୁଏ।ସସଥିପାଇଁ ଆମ୍ଲଭ ପରଲମଶ୍ବରଙ୍କ ନିକଟଲର ଧାର୍ମିକସହବା ପାଇଁ ଯୀଶୁଖ୍ରୀଷ୍ଟଙ୍କଠାସର ବିଶ୍ବାସ କରିଅଛୁ। ଆମ୍ଲଭ ନିୟମ ପାଳନ ପାଇଁ ନୁଲହଁ ବରଂ ଯୀଶୁଖ୍ରୀଷ୍ଟଙ୍କଠାସର ବିଶ୍ବାସ ରଖିଥିବାରୁ ପରଲମଶ୍ବରଙ୍କ ପ୍ରତି ଧାର୍ମିକସହାଇଛୁ। କଲବଳ ବ୍ଯବସ୍ଥା ପାଳନ ଦ୍ବାରାସକୗଣସିସଲାକ ଧାର୍ମିକସହାଇପାସର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ବ୍ୟବସ୍ଥାର କ୍ରିୟାକର୍ମ ଦ୍ଵାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କେବଳ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ ଦ୍ଵାରା ଯେ ଧାର୍ମିକ ଗଣିତ ହୁଏ, ଏହା ଜାଣି ଆମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ କରିଅଛୁ, ଯେପରି ବ୍ୟବସ୍ଥାର କ୍ରିୟାକର୍ମ ଦ୍ଵାରା ଧାର୍ମିକ ଗଣିତ ନ ହୋଇ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ ଦ୍ଵାରା ଧାର୍ମିକ ଗଣିତ ହେଉ; କାରଣ ବ୍ୟବସ୍ଥାର କ୍ରିୟାକର୍ମ ଦ୍ଵାରା କୌଣସି ମନୁଷ୍ୟ ଧାର୍ମିକ ଗଣିତ ହେବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତଥାପି ଆମେ ଜାଣୁ, ବ୍ୟବସ୍ଥାର ଦାବୀସବୁ ପୂରଣ କରିବା ଦ୍ୱାରା ନୁହେଁ, କିନ୍ତୁ କେବଳ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଜଣେ ଈଶ୍ୱରଙ୍କ ଦୃଷ୍ଟିରେ ନିର୍ଦ୍ଦୋଷ ପରିଗଣିତ ହୁଏ। ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହେବା ପାଇଁ ଆମେ ଆଉ ବ୍ୟବସ୍ଥା ଉପରେ ନିର୍ଭର ନ କରି ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଛୁ, କାରଣ କେବଳ ବ୍ୟବସ୍ଥା ପାଳନ ଦ୍ୱାରା କେହି ଈଶ୍ୱରଙ୍କ ସମ୍ମୁଖରେ ଧାର୍ମିକ ଗଣିତ ହୋଇ ପାରିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଜାଣୁ ଯେ ନିୟମ ପାଳନ ଦ୍ୱାରା କେହି ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୁଏ ନାହିଁ। ମାତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଜଣେ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୁଏ। ସେଥିପାଇଁ ଆମ୍ଭେ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହେବା ପାଇଁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିଅଛୁ। ଆମ୍ଭେ ନିୟମ ପାଳନ ପାଇଁ ନୁହେଁ ବରଂ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ରଖିଥିବାରୁ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହୋଇଛୁ। କେବଳ ବ୍ୟବସ୍ଥା ପାଳନ ଦ୍ୱାରା କୌଣସି ଲୋକ ଧାର୍ମିକ ହୋଇପାରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କେବଳ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଯେ ଧାର୍ମିକ ଗଣିତ ହୁଏ, ଏହା ଜାଣି ଆମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିଅଛୁ, ଯେପରି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ଧାର୍ମିକ ଗଣିତ ନ ହୋଇ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେଉ; କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ମନୁଷ୍ୟ ଧାର୍ମିକ ଗଣିତ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତଥାପି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କେବଳ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଯେ ଧାର୍ମିକ ଗଣିତ ହୁଏ, ଏହା ଜାଣି ଆମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିଅଛୁ, ଯେପରି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ଧାର୍ମିକ ଗଣିତ ନ ହୋଇ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେଉ; କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ମନୁଷ୍ୟ ଧାର୍ମିକ ଗଣିତ ହେବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೊಲ್ಯಾರ್ಬಿ ಖಾಯ್ದೆ ಪಾಳುನ್ ನ್ಹಯ್, ಜೆಜು ಕ್ರಿಸ್ತಾಚ್ಯಾ ವರ್‍ತಿ ವಿಶ್ವಾಸ್ ಥವ್ನ್ ಮಾನುಸ್ ನಿತಿವಂತ್ ಹೊತಾ, ಮನುನ್ ಅಮ್ಕಾ ಗೊತ್ತ್ ಹಾಯ್, ತಸೆ ಮನುನ್ ಖಾಯ್ದೆ ನ್ಹಯ್ ಕ್ರಿಸ್ತಾತ್ ವಿಶ್ವಾಸ್ ದಿತಾ ತೆ ನಿತಿವಂತ್ಪಾನ್ ಅಮ್ಚೆ ಕರುನ್ ಘೆವ್‌ಸಾಟ್ನಿ ಕ್ರಿಸ್ತ್ ಜೆಜು ವರ್‍ತಿ ಅಮಿ ವಿಶ್ವಾಸ್ ಕರ್ತಾಂವ್, ಕಶ್ಯಾಕ್ ಮಟ್ಲ್ಯಾರ್ ಖಾಯ್ದೆ ಪಾಳುನ್ ಖಲ್ಯಾಬಿ ಮಾನ್ಸಾಕ್ ನಿತಿವಂತ್ಪಾನ್ ಜೊಡುನ್ ಘೆವ್ಕ್ ಹೊಯ್ನಾ.