Galatians 2:17 — Compare Translations
7 translations compared side by side
Odia - 1840
"ଆମ୍ଲଭ ଯିହୂଦୀମାଲନ ପରଲମଶ୍ବରଙ୍କ ପ୍ରତି ଧାର୍ମିକସହବା ପାଇଁ ଯୀଶୁଙ୍କ ପାଖକୁ ଯାଇଛୁ। ଅତଏବ ଆମ୍ଲଭ ମଧ୍ଯ ପାପୀ। ଏହାର ଅର୍ଥ କ'ଣ ଏହାସଯ ଯୀଶୁ ଆମ୍ଭକୁ ପାପୀ କରୁଛନ୍ତି? ନା!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଖ୍ରୀଷ୍ଟଙ୍କ ଦ୍ଵାରା ଧାର୍ମିକ ଗଣିତ ହେବାକୁ ଚେଷ୍ଟା କରି ଆମ୍ଭେମାନେ ନିଜେ ମଧ୍ୟ ଯଦି ପାପୀ ବୋଲି ଦେଖାଗଲୁ, ତେବେ ଖ୍ରୀଷ୍ଟ କି ପାପର ସେବକ? ତାହା କେବେ ହେଁ ନ ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ହେବା ପାଇଁ ଚେଷ୍ଟା କଲାବେଳେ, ଯଦି ଆମେ ମଧ୍ୟ ଅଣଇହୁଦୀଙ୍କ ପରି “ପାପୀ” ହୋଇ ରହିଛୁ, ଏଥିପାଇଁ କଅଣ ଖ୍ରୀଷ୍ଟ ଦାୟୀ? ନା, ଏହା କଦାପି ନୁହେଁ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଯିହୂଦୀମାନେ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହେବା ପାଇଁ ଯୀଶୁଙ୍କ ପାଖକୁ ଯାଇଛୁ। ଅତଏବ ଆମ୍ଭେ ମଧ୍ୟ ପାପୀ। ଏହାର ଅର୍ଥ କ’ଣ ଏହା ଯେ ଯୀଶୁ ଆମ୍ଭକୁ ପାପୀ କରୁଛନ୍ତି? ନା!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଖ୍ରୀଷ୍ଟଙ୍କ ଦ୍ୱାରା ଧାର୍ମିକ ଗଣିତ ହେବାକୁ ଚେଷ୍ଟା କରି ଆମ୍ଭେମାନେ ନିଜେ ମଧ୍ୟ ଯଦି ପାପୀ ବୋଲି ଦେଖାଗଲୁ, ତେବେ ଖ୍ରୀଷ୍ଟ କି ପାପର ସେବକ? ତାହା କେବେ ହେଁ ନ ହେଉ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଖ୍ରୀଷ୍ଟଙ୍କ ଦ୍ୱାରା ଧାର୍ମିକ ଗଣିତ ହେବାକୁ ଚେଷ୍ଟା କରି ଆମ୍ଭେମାନେ ନିଜେ ମଧ୍ୟ ଯଦି ପାପୀ ବୋଲି ଦେଖାଗଲୁ, ତେବେ ଖ୍ରୀଷ୍ଟ କି ପାପର ସେବକ? ତାହା କେବେ ହେଁ ନ ହେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಅತ್ತಾ ಕ್ರಿಸ್ತಾಚ್ಯಾ ವೈನಾ ನಿತಿವಂತ್ ಹೊವ್ಕ್ ಅಮಿ ಬಗ್ತಾನಾ, ದುಸ್ರ್ಯಾಂಚ್ಯಾ ಸಾರ್ಕೆ ಅಮಿ ಪಾಪಿ ಮನುನ್ ದಿಸ್ತಾ ಹೊಲ್ಯಾರ್ ಕ್ರಿಸ್ತ್ ಅಮ್ಚ್ಯಾ ಪಾಪಾಚೆ ಕಾರನ್ ಮನುನ್ ಹೊಲೆ ಕಾಯ್? ಬಿಲ್ಕುಲ್ ನಾ;